ଗୁମ୍ମାରେ ବିଜୁ ଜନତା ଦଳର ବନ୍ଧୁ ମିଳନ ଅନୁଷ୍ଠିତ….
ଗୁମ୍ମା(ନୀରୋଜ କୁମାର ଷଡ଼ଙ୍ଗୀ): ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ସଦର ମହକୁମା ହାଟପଦା ଠାରେ ଗୁମ୍ମା ବ୍ଲକ ବିଜୁ ଜନତା ଦଳର ବନ୍ଧୁ ମିଳନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପାରଳାଖେମୁଣ୍ଡି ବିଧାୟକ ଇଞ୍ଜିନିୟର ଶ୍ରୀ ରୁପେଶ କୁମାର ପାଣିଗ୍ରାହୀ ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଅନ୍ୟମାନଙ୍କ…
Read More...
Read More...