ଓଡିଶାର ଡାର୍ଜିଲିଙ୍ଗ ଘୁ.ଉଦୟଗିରିରେ କଲବଲ କରୁଛି ଜାଡ଼: ସନ୍ଧ୍ୟା ହେଲେ ପଡୁଛି ଟାଟି କବାଟ, ଘୁ.ଉଦୟଗିରିରେ 6.6…

ଅନୁସନ୍ଧାନ ଭାରତ(ବ୍ୟୁର): ଓଡିଶାର ଡାର୍ଜିଲିଙ୍ଗ ଘୁ.ଉଦୟଗିରିରେ ଦିନକୁ ଦିନ ଶୀତ ବଢିବାରେ ଲାଗିଛି । ପାରଦ ଖସି ୬.୬ରେ ପହଞ୍ଚିଥିବା କହିଛି କ୍ରୁଷି ଗବେଷଣା କେନ୍ଦ୍ର। ରବିବାର ଦିନ ୭.୭ ଡିଗ୍ରୀ ଥିବା ବେଳେ ସୋମବାର ଦିନ ୭.୨ ଡିଗ୍ରୀ  ରହିଥିଲା । ସେହି ପରି ଫୁଲବାଣୀରେ 10 ଡିଗ୍ରୀ ଥିବା…
Read More...

ତୁମ୍ବୁଡ଼ିବନ୍ଧ ବନାଞ୍ଚଳ ପକ୍ଷରୁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନାରେ ମହାଘଟାଲା, 352 ଟଙ୍କା…

ବାଲିଗୁଡା(ସିବନ୍ତ ଦିଗାଲ ): କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ତୁମ୍ବୁଡ଼ିବନ୍ଦ ବନାଞ୍ଚଳରେ ଗୁମୁଡୁମାହା ଠାରୁ ପାଜୀମାହ ପର୍ଯ୍ୟନ୍ତ ପଥପାର୍ଶ୍ୱରେ ବୃକ୍ଷ ରୋପଣ କରାଯାଇଥିଲା । ବୋର୍ଡରେ ଲେଖାଯାଇଛି 352 ଟଙ୍କା ଏବଂ ଏହି କାର୍ଯ୍ୟର କୋର୍ଡ ନମ୍ବର ହେଲା 2408021/DP/ 10872026 ଆର୍ଥିକ…
Read More...

ରାଜ୍ୟ କାର୍ଯ୍ୟାଳୟରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ସମୀର ଦେଙ୍କୁ ଶେଷ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ…

ଅନୁସନ୍ଧାନ ଭାରତ(ବ୍ୟୁର): ପୂର୍ବତନ ମନ୍ତ୍ରୀ, ବରିଷ୍ଠ ନେତା ତଥା କଟକ ପୂର୍ବତନ ବିଧାୟକ ଶ୍ରୀ ସମୀର ଦେଙ୍କ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା । ସ୍ୱର୍ଗତଃ ଦେଙ୍କ ପାର୍ଥୀବ ଶରୀରକୁ ଶେଷ ସମ୍ମାନ ଜଣାଇ…
Read More...

ଦାରିଙ୍ଗବାଡି ଚାରି ଛକର ଜମି ବିବାଦ ଘଟଣା: ପ୍ରଶାସନ ପକ୍ଷରୁ ଦ୍ୱିପାକ୍ଷିକ ଆଲୋଚନା, ସମାଧାନ ନ ହେଲେ ବଢ଼ିପାରେ…

ଦାରିଙ୍ଗବାଡି(ଅଶୋକ ସିଂ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଚାରିଛକ ଜମିକୁ ନେଇ ଗତ ଶୁକ୍ରବାର ଦିନ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଆଦିବାସୀ ଓ ଦଳିତ ସମ୍ପ୍ରଦାୟର ଅସନ୍ତୋଷ ଗୋଷ୍ଠି ଏବଂ ସ୍ଥାନୀୟ ବ୍ୟବସାୟ ଗୋଷ୍ଠୀ ଓ ଦୁର୍ଗା ପୂଜା କମିଟି ସହ ଦୁଇଟି ପର୍ଯ୍ୟାୟରେ ଶନିବାର…
Read More...

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ସମୀର ଦେଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ….

ଅନୁସନ୍ଧାନ ଭାରତ(ବ୍ୟୁର): ପୂର୍ବତନ ମନ୍ତ୍ରୀ, ବରିଷ୍ଠ ନେତା ତଥା କଟକ ପୂର୍ବତନ ବିଧାୟକ ଶ୍ରୀ ସମୀର ଦେଙ୍କ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ସ୍ୱର୍ଗତଃ ଦେ ୧୯୯୫, ୨୦୦୦, ୨୦୦୪ ମସିହାରେ କଟକ…
Read More...

ବାଲିଗୁଡ଼ାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ….

ବାଲିଗୁଡା (ସିବନ୍ତ ଦିଗାଲ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପ ଜିଲ୍ଲାପାଳଙ୍କ କନଫରେନ୍ସ ହୋଲ  ଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଜିଲ୍ଲାପାଳ ଅମୃତ ଋତୁରାଜଙ୍କ ଉପସ୍ଥିତିରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ…
Read More...

ଭଞ୍ଜନଗରରେ ୧୧୭ଟି ଅଭିଯୋଗ ଶୁଣାଣି ଅନୁଷ୍ଠିତ…..

ଭଞ୍ଜନଗର(ନିଲୁ ବିଷୋୟୀ): ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଶୁଣାଣି ଶିବିର ସୋମବାର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି, ଅତିରିକ୍ତ…
Read More...

ସନତୁଣ୍ଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ….

ରାୟଗଡ଼(ଟିକି ଲିମା): ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ସନତୁଣ୍ଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ…
Read More...

ମାଣ୍ଡିପଙ୍କା ଆମ୍ବ ଟାକୁଆ ଖାଇବା ଘଟଣା, ପୁଣି ଆଉ ଜଣେ ମହିଳାଙ୍କ ମୃତ୍ୟୁ…

ଦାରିଙ୍ଗବାଡି(ଆଶୋକ ସିଂ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ  ମାଣ୍ଡିପଙ୍କା ଗ୍ରାମରେ ଆମ୍ୱ ଟାକୁଆ ଖାଇ  ୨ ମୃତ୍ୟୁ  ଓ ୬ ଗୁରୁତର ହେବା ଘଟଣାରେ ୩ ଜଣ ସୁସ୍ଥ ହୋଇ ଘରକୁ ଫେରି ଥିବା ବେଳେ ଆଉ ୩ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଥିଲେ । ଆଜି କଟକ ମେଡ଼ିକାଲରେ…
Read More...

ଇଣ୍ଡିଆ ବୁକ ଅଫ ରେକର୍ଡରେ ନିଜ ନାମ ସ୍ଥାନିତ କଲେ କୁନି ପ୍ରତିଭା ସିଦ୍ଧେଶ୍ବରୀ…

ଗୋଲାମୁଣ୍ଡା(ଅଶ୍ୱିନୀ ମଲ୍ଲିକ): ବୟସ ମାତ୍ର 4 କିନ୍ତୁ ବିଚକ୍ଷଣ ସ୍ମରଣ ଶକ୍ତି l ଏହି କମ ବୟସରେ ଦେଶ ବିଦେଶର ସାଧାରଣ ଜ୍ଞାନ ମନେ ରଖିବା ସହିତ ଜିଲ୍ଲା ଗୁଡିକର ନାମ, ରାଜ୍ୟ ରାଜଧାନୀ, ମନ୍ତ୍ର ଶ୍ଳୋକ, ଜାତୀୟ ସଙ୍ଗୀତ ନିର୍ଭୁଲ ଭାବରେ କହି ଇଣ୍ଡିଆ ବୁକ ଅଫ ରେକର୍ଡରେ ନିଜ ନାମ ସ୍ଥାନିତ…
Read More...