କାର୍ତ୍ତିକ ମାସ ଶେଷ ସୋମବାର ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼…
ଦାରିଙ୍ଗବାଡି (ଆଶୋକ ସିଂ): କାର୍ତ୍ତିକ ମାସର ଶେଷ ସୋମବାରରେ ବିଭିନ୍ନ ଶୈବ ପୀଠ ମାନଙ୍କ ଭିଡ଼ ଜମି ଥିବା ଦେଖିବାକୁ ମିଳିଛି । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁର ବାବା ମୁକ୍ତେଶ୍ଵର ମନ୍ଦିରରେ ଶ୍ରଦ୍ଧାଳୁ ମାନଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା । ଭୋର ସକାଳୁ…
Read More...
Read More...