ଖାଦ୍ୟ ଅନ୍ୱେଷଣରେ ଗାଁ ମୁହାଁ ଜଙ୍ଗଲି ଭାଲୁ, ଅଞ୍ଚଳରେ ଆତଙ୍କ…

କୋକସରା(ତ୍ରିଲୋକ୍ୟା ବେଶ୍ରା):  କୋକସରା ବ୍ଲକ ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ଅଧିନରେ ଥିବା ଆମପାଣି ଫରେଷ୍ଟ ସେକ୍ସନ ଅଞ୍ଚଳରେ ଏକ ଗୋଠ ଛଡା ଭାଲୁ କିଛି ଦିନ ହେବ ବୁଲାବୁଲି କରୁଥିବାରୁ ଲୋକେ ଭୟଭୀତ ହେଉଥିବା ଦେଖିବାକୁ ମିଳୁଛି | ଘଟଣାକୁ ନେଇ ଧର୍ମଗଡ଼ ବନାଞ୍ଚଳ ଅଧିକାରୀ ଭବାନୀଶଙ୍କର…
Read More...

ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷଙ୍କ ପରଲୋକ…..

ଭଞ୍ଜନଗର(ନିଲୁ ବିଷୋୟୀ): ଭଞ୍ଜନଗର କେ.ଏସ.ୟୁ.ବି କଲେଜର  ଅବସରପ୍ରାପ୍ତ ଅଧ୍ୟକ୍ଷ ଡ.ସୁବାଷ ଚନ୍ଦ୍ର ପ୍ରଧାନଙ୍କ ସୋମବାର ଅପରାହ୍ନରେ ଦେହାନ୍ତ ଘଟିଛି । ସ୍ୱର୍ଗତ ପ୍ରଧାନ  ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ପ୍ରାୟ ୨୫ ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ରସାୟନ ବିଜ୍ଞାନ…
Read More...

ନର୍ଲା ବ୍ଲକରେ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ….

ଭବାନୀପାଟଣା(ତୁଲମଣୀ ନାଗ):  ନର୍ଲା ବ୍ଲକ ସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ  ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ  ଯୋଗଦେଇ ଲୋକଙ୍କର ଆପତ୍ତି…
Read More...

ସାର୍ନା ଧର୍ମ କୋର୍ଡ ମାନ୍ୟତା ଦାବୀରେ ମୟୂରଭଂଜ ବନ୍ଦ ଡାକରା…

ରାଇରଙ୍ଗପୁର(ଉତ୍ତମ ରାମ): ଭାରତର ମହାମହିମ ରାଷ୍ଟ୍ରପତି, ଓଡିଶାର ମୁଖ୍ୟମନ୍ତ୍ରୀ, ମୟୂରଭଂଜ ସାଂସଦ ସମେତ ମୟୂରଭଂଜର ସମସ୍ତ ବିଧାୟକମାନେ ସାର୍ନା ଧର୍ମ କୋର୍ଡ ମାନ୍ୟତା ଉପରେ ଚୁପ୍ ରହିଥିବାରୁ ଏବଂ ସମସ୍ତ ଆଦିବାସୀ ଗ୍ରାମ ସମାଜରେ ସମ୍ବିଧାନ ଆଇନ ଏବଂ ଗଣତନ୍ତ୍ର ବ୍ୟବସ୍ଥା ଲାଗୁ କରିବା…
Read More...

କୋକସରା ବ୍ଲକ ସ୍ତରୀୟ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ମାସ ସପ୍ତାହ ପାଳିତ…

କୋକସରା(ତ୍ରିଲୋକ୍ୟା ବେଶ୍ରା): କୋକସରା ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ମାସ ସପ୍ତାହ ପାଳନ କରାଯାଇଛି । ସିଡିପିଓ ସରୋଜା ଲତା ଦେଇଙ୍କ ଅଧ୍ୟକ୍ଷତାରେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ରେ…
Read More...

ଡାଳଗୁମା ଆଞ୍ଚଳିକ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ…..

କୋକସରା(ତ୍ରିଲୋକ୍ୟା ବେଶ୍ରା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଖପରାମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡାଳଗୁମା ଆଞ୍ଚଳିକ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି" ଅନୁଷ୍ଠିତ ହୋଇ ଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜନ୍ମେଜୟ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା…
Read More...

ମିଲ୍‌ ଚାହିଁଲେ ନେଇପାରିବେ ଅର୍ପଣ ଚାଉଳ: ଜିଲ୍ଲାପାଳ ପୁରୀ

ପୁରୀ(ମାନସ କୁମାର ଦାସ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ସମୟରେ ଜଗନ୍ନାଥଙ୍କୁ ଗାଡ଼ିରେ ବୁଲାଇ ଜନସାଧାରଣଙ୍କ ଠାରୁ ଯେଉଁ ଚାଉଳ ଦାନ ଆକାରରେ ସଂଗ୍ରହ କରାଯାଇଥିଲା ତାହାର ସ୍ଥିତିକୁ ନେଇ ପ୍ରଶ୍ନ ଉଠିଥିବାବେଳେ ଏସବୁ ଚାଉଳକୁ ମିଲକୁ ଦେବାକୁ ଯୋଜନା କରିଛି ଜିଲ୍ଲା ପ୍ରଶାସନ ।…
Read More...

ମର୍ଲାବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ….

ରାୟଗଡ଼(ଟିକି ଲିମା): ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ମର୍ଲାବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ…
Read More...

ସରକାରୀ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପ୍ରକଳ୍ପ ଆଧାରିତ ଶିକ୍ଷାଦାନ ପ୍ରଶିକ୍ଷଣ ଶୁଭ ଉଦଘାଟନ….

ରାୟଗଡ଼(ଟିକି ଲିମା): ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପ୍ରକଳ୍ପ ଆଧାରିତ ଶିକ୍ଷାଦାନ ପ୍ରଶିକ୍ଷଣ ଶିବିରକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶୁଭ ଉଦଘାଟନ  କରିଛନ୍ତି । ସମ୍ମାନିତ ଅତିଥି…
Read More...

ଶିଶୁଙ୍କ ପ୍ରତିଭାକୁ ଆଗକୁ ଆଣିବ ସୁରଭି ଶିଶୁ ମହୋତ୍ସବ, ଲଡୁଗାଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ…..

କୋକସରା(ତ୍ରିଲୋକ୍ୟା ବେଶ୍ରା): ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟର  ଛାତ୍ରଛାତ୍ରୀ ମଧ୍ୟରେ ଅନ୍ତର୍ନିହିତ ପ୍ରତିଭାକୁ ଲୋକ ଲୋଚନକୁ ଆଣିବା ପାଇଁ ପ୍ରତି ବର୍ଷ ଆୟୋଜନ ହେଉଛି ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ । କୋକସରା ବ୍ଲକ ଗୋଷ୍ଠି…
Read More...