କୋଣାର୍କ ବନଖଣ୍ଡ ପେଟ୍ରୋଲ ପମ୍ପ ରାସ୍ତା କଡରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର..
ପୁରୀ (ମାନସ କୁମାର ଦାସ): କୋଣାର୍କ ବନଖଣ୍ଡ ପେଟ୍ରୋଲ ପମ୍ପ ନିକଟରେ ଅଭାବନୀୟ ଘଟଣା ଘଟିଛି । ରାସ୍ତା କଡରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁଯାୟୀ ଆଜି ସକାଳୁ କୋଣାର୍କ ବନଖଣ୍ଡ ରାସ୍ତା କଡ଼ରେ ଜଣେ ଅଜଣା ମହିଳାଙ୍କ ମୃତଦେହ ପଡିଥିବା ସ୍ଥାନୀୟ ଲୋକ ଦେଖିବାକୁ…
Read More...
Read More...