ସିଞ୍ଜାକୁଟି ଗ୍ରାମର ରାସ୍ତା ଶୋଚନୀୟ ଅବସ୍ଥା, ଗାଁକୁ ଆମ୍ବୁଲାନ୍ସ ପହଞ୍ଚି ନ ପାରିବାରୁ ଗର୍ଭବତୀ ମହିଳାଙ୍କ ମୃତ…
ସିମନବାଡ଼ି(ମୃତ୍ୟୁଞ୍ଜୟ ପ୍ରଧାନ): ରାଜ୍ୟ ସରକାର ସ୍ୱାସ୍ଥ୍ୟ ଓ ଗମନାଗମନ କ୍ଷେତ୍ରରେ ବିକାଶର ଡିଣ୍ଡିମ ପିଟୁଥିବା ବେଳେ ଦୁର୍ଗମ ଅଞ୍ଚଳର ଚିତ୍ର କିନ୍ତୁ କିଛି ଅଲଗା ବୟାନ କରୁଛି । ସିଞ୍ଜାକୁଟି ଗ୍ରାମକୁ ପକ୍କା ରାସ୍ତାଟିଏ ନଥିବାରୁ ସଠିକ ସମୟରେ ଆମ୍ବୁଲାନ୍ସ ପହଞ୍ଚି ନପାରି ଜଣେ ଗର୍ଭବତୀ…
Read More...
Read More...