ସୁଭଦ୍ରା ଫର୍ମ ପାଇଁ ଟଙ୍କା ଆଦାୟ ଘଟଣାରେ କାର୍ଯ୍ୟାନୁଷ୍ଠାନ…..
ସୁନ୍ଦରଗଡ଼(ଦେବେନ୍ଦ୍ର କୁମାର ଭିତ୍ରିଆ): ସୁଭଦ୍ରା ଯୋଜନାରେ ଅନ୍ତର୍ଭୁକ୍ତ ହେବା ନିମନ୍ତେ ଫର୍ମ ସମ୍ପୂର୍ଣ୍ଣ ଦେୟ ମୁକ୍ତ ରହିଛି । ଜନ ସେବା କେନ୍ଦ୍ର, ମୋ ସେବା କେନ୍ଦ୍ରରେ ଫର୍ମ ପାଇଁ କୌଣସି ହିତାଧିକାରୀମାନଙ୍କ ଠାରୁ ଟଙ୍କା ଆଦାୟ କରିପାରିବେ ନାହିଁ ବୋଲି ନିର୍ଦ୍ଦେଶ ମଧ୍ୟ ରହିଛି ।…
Read More...
Read More...