ପାଡ଼ିକିଆ ଜଙ୍ଗଲରୁ ୧୩୫ କେଜି ଗଞ୍ଜେଇ ଜବତ….
ଦାରିଙ୍ଗବାଡ଼ି(ଅଶୋକ ସିଂ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କୁମ୍ଭାରୀଗାଁ ପଞ୍ଚାୟତ ପାଡ଼ିକିଆ ଜଙ୍ଗଲରୁ ଗଞ୍ଜେଇ ଭର୍ତ୍ତି ବସ୍ତାକୁ ପୁଲିସ ଜବତ କରିଛି । ଗଞ୍ଜେଇର ଓଜନ ଏକ କ୍ୱିଣ୍ଟାଲ ୩୫ କେଜି ବୋଲି ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚିରଞ୍ଜୀବ ବେହେରା କହିଛନ୍ତି…
Read More...
Read More...