କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଠାରେ କଂଗ୍ରେସ ପକ୍ଷରୁ ଜନଜାଗରଣ ସଭା ଅନୁଷ୍ଠିତ: ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ…
ଅନୁସନ୍ଧାନ ଭାରତ(ବ୍ୟୁର): ଆଜି କନ୍ଧମାଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବାଲିଗୁଡ଼ା ଠାରେ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ଅନାମ ନାୟକ ଅଧ୍ୟକ୍ଷତାରେ ଜନଜାଗରଣ ସଭା ଅନୁଷ୍ଠିତ ହୋଇଯାଇଛି । ବାଲିଗୁଡ଼ା ମେଡ଼ିକାଲ ଛକ ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ଏଆଇସିସି ପ୍ରଭାରୀ ଡଃ ଚେଲ୍ଲାକୁମାର,…
Read More...
Read More...