ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ଠାରେ ମୋ ହାଟ କାର୍ଯ୍ୟକ୍ରମ…..

ଅନୁସନ୍ଧାନ ଭାରତ(ବ୍ୟୁର): ଘୁ.ଉଦୟଗିରି ସ୍ଥିତ ସ୍ୱାମୀ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ଠାରେ ମୋ ହାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ୩୭ ଜଣ ଛାତ୍ର ଛାତ୍ରୀ ବିଭିନ୍ନ ପ୍ରକାର ସାମଗ୍ରୀ ଆଣି ବିକ୍ରି କରିଥିଲେ । ଖାଇବା ସାମଗ୍ରୀ, ପଢା ସମ୍ବନ୍ଧୀୟ ଜିନିଷ ବ୍ୟତୀତ ଛାତ୍ରଛାତ୍ରୀ ବ୍ୟବହୃତ…
Read More...

ମଧୁପୁରଠାରେ ଗ୍ରାମପଞ୍ଚାୟତସ୍ତରୀୟ ମହିଳା ମହାସଂଘର ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ…

ଅନୁସନ୍ଧାନ ଭାରତ(ବ୍ୟୁର): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଗୋବର୍ଦ୍ଧନପୁର ଠାରେ ଗ୍ରାମପଂଚାୟତସ୍ତରୀୟ ମହିଳା ମହାସଂଘର ଏକ ସ୍ୱତନ୍ତ୍ର ବୈଠକ ଶୁକ୍ରବାର ଅପରାହ୍ନରେ ମଧୁପୁରସ୍ଥିତ ପଂଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ମହାସଂଘର ସଭାନେତ୍ରୀ ନୀଲେନ୍ଦ୍ରୀ ବାଗଙ୍କ…
Read More...

କୁଲାଡ଼ ପେଟ୍ରୋଲ ପମ୍ପରେ ବାଇକ ଦୁର୍ଘଟଣା, ଚାଳକ ଗୁରୁତର…

ଅନୁସନ୍ଧାନ ଭାରତ(ବ୍ୟୁର): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅଧୀନ କୁଲାଡ଼ ପେଟ୍ରୋଲ ଫମ୍ପ ନିକଟରେ ଶୁକ୍ରବାର ରାତ୍ରରେ ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାରେ ଘଟି ଚାଳକ ( ପ୍ରମୋଦ କୁମାର ଗୌଡ଼ (୨୭) ଗୁରୁତର ଆହତ ହୋଇଛନ୍ତି। ସୂଚନା ପ୍ରକାରେ, ପ୍ରମୋଦ ରାତ୍ର ସମୟରେ ଉକ୍ତରାସ୍ତାରେ ଆସୁଥିବା…
Read More...

ଭଞ୍ଜନଗରରେ କାର୍ତ୍ତିକେଶ୍ୱରଙ୍କ ଭସାଣି ଉତ୍ସବ ଅନୁଷ୍ଠିତ….

ଅନୁସନ୍ଧାନ ଭାରତ(ବ୍ୟୁର): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ ଭେଜିପୁଟ ବଡ଼ଦାଣ୍ଡ ସାହିରେ ଦୀର୍ଘ ୭ ଦିନ ବ୍ୟାପୀ ଅନୁଷ୍ଠିତ ହେଉଥିବା କାର୍ତ୍ତିକେଶ୍ୱରଙ୍କ ମୃଣୟୀ ମୂର୍ତ୍ତି ଭସାଣୀ ଉତ୍ସବ ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ଶୁକ୍ରବାର ସନ୍ଧ୍ୟାରେ ବିରାଟ ପଟୁଆରରେ ଡିଜେ ବାଜାର…
Read More...

ଘୁ.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ରୋଗୀ କଲ୍ୟାଣ ସମିତି କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ…..

ଅନୁସନ୍ଧାନ ଭାରତ(ବ୍ୟୁର): ଆଜି ଘୁ.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସଭା ଗୃହରେ ରୋଗୀ କଲ୍ୟାଣ ସମିତି କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି I ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ରତିକାନ୍ତ ସାହୁଙ୍କ ଅନୁରୋଧ କ୍ରମେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ଉପସ୍ଥିତ…
Read More...

ଗାଙ୍ଗପୁର ଅଞ୍ଚଳର ବିଭିନ୍ନ ବ୍ୟାଙ୍କର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲା ଗାଙ୍ଗପୁର ପୁଲିସ……

ଅନୁସନ୍ଧାନ ଭାରତ(ବ୍ୟୁର): ଗଂଜାମ ଜିଲ୍ଲା ଗାଙ୍ଗପୁର ଥାନା ଅଧୀନରେ ଥିବା ବିଭିନ୍ନ ଗ୍ରାମରେ ଥିବା ବ୍ୟାଙ୍କର ସୁରକ୍ଷା ଯାଞ୍ଚ କରିଛନ୍ତି ଗାଙ୍ଗପୁର ଥାନାଧିକାରୀ ଶୁଭେନ୍ଦୁ କୁମାର ସାହୁ ।  ବିଭିନ୍ନ ବ୍ୟାଙ୍କରେ ସୁରକ୍ଷା ବ୍ୟବସ୍ଥା ଢିଲା ଦେଖି ଶ୍ରୀ ସାହୁ ଅସନ୍ତୋଷ ବ୍ୟକ୍ତ କରିବା ସହିତ…
Read More...

ଭାରତ ଯୋଡ଼ ଓଡ଼ିଶା ପରିବର୍ତନ ଯାତ୍ରାର ନବମ ଦିନରେ ମୟୁରଭଞ୍ଜ ଜିଲ୍ଲାକୁ ପ୍ରବେଶ, ଭାରତ ଯୋଡ଼ ଓଡ଼ିଶା ପରିବର୍ତନ ଯାତ୍ରା…

ଅନୁସନ୍ଧାନ ଭାରତ(ବ୍ୟୁର): ଆଜି ସକାଳେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ନବଦିନର ଭାରତଯୋଡ଼ ଯାତ୍ରା ବାଲେଶ୍ୱର ସହର ଉପକଣ୍ଠ କୋରଡ଼ା ଛକଠାରୁ ପ୍ରଥମ ପର୍ଯ୍ୟାୟ ପଦଯାତ୍ର ଆରମ୍ଭ ହେଲା । ଏହି ପଦଯାତ୍ରରେ ଓଡ଼ିଶା ପ୍ରଭାରୀ ତଥା ସାଂସଦ ଡ. ଏ ଚେଲା କୁମାର ଏବଂ…
Read More...

ବକେୟା ଟଙ୍କା ଫେରସ୍ତକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ୩ ଗିରଫ…..

ଅନୁସନ୍ଧାନ ଭାରତ(ବ୍ୟୁର): ବକେୟା ଟଙ୍କା ଫେରସ୍ତ କରିବାକୁ ନେଇ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ନେଇ ଟାଉନ ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରିବା ସହ ୩ ଜଣ ଯୁବକଙ୍କୁ ଗିରଫ କରିଛି । ସେମାନେ ହେଲେ ଖାଜା ସାହିର ଏସକେ ମାକସୁଦ୍ ଓରଫ…
Read More...

ଗୋପାଳପୁର ନିର୍ବାଚନ ମଣ୍ଡଳରେ ବିଜେଡ଼ିର ଜନସଂପର୍କ ପଦଯାତ୍ରା ଅନୁଷ୍ଠିତ, ହୁଳହୁଳିରେ କମ୍ପିଲା ୩୭ ଓ ୩୮ ନଂ…

ଅନୁସନ୍ଧାନ ଭାରତ(ବ୍ୟୁର): ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଦୀର୍ଘ ଏକ ମାସରୁ ଉର୍ଦ୍ଧ୍ବ ଦିନ ଧରି ଚାଲିଥିବା ଜନ ସଂପର୍କ ପଦଯାତ୍ରା ଆଜି ବ୍ରହ୍ମପୁର ମହାନଗର ବିଜେଡ଼ି ତରଫରୁ ଗୋପାଳପୁର ନିର୍ବାଚନ ମଣ୍ଡଳୀ ତଥା ୩୭ ଓ ୩୮ ନଂ ୱାର୍ଡରେ…
Read More...

ଘୁମୁସରି ଗୋ ପ୍ରଜାତି ସଂରକ୍ଷଣ କର୍ମଶାଳା ଅନୁଷ୍ଠିତ…..

ଅନୁସନ୍ଧାନ ଭାରତ(ବ୍ୟୁର): ଗଞ୍ଜାମ ଗାଙ୍ଗପୁର ଠାରେ ଘୁମୁସରି ପ୍ରଜାତିର ଗାଈମାନଙ୍କ ସୁରକ୍ଷା ଓ ସଂରକ୍ଷଣ ସମ୍ପର୍କରେ ଏକ କର୍ମଶାଳା ଶୁକ୍ରବାର ଅନୁଷ୍ଠିତ ହୋଇଥିଲା । ଏହି କର୍ମଶାଳାର ମୁଖ୍ୟ ଲକ୍ଷ ହେଲା ଘୁମୁସରି ଗାଈମାନଙ୍କୁ ପାଳନ କରିବା ଦ୍ୱାରା ଚାଷୀ କେବଳ ଦୁଗ୍ଧ ଉତ୍ପାଦନ କରିବ ତାହା…
Read More...