ଭଞ୍ଜନଗରରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ…..
ଅନୁସନ୍ଧାନ ଭାରତ(ବ୍ୟୁର): ଭଞ୍ଜନଗର ସହର ମୁଖ୍ୟ ରାସ୍ତାରେ ଥିବା ଟାଉନ ହଲ ପରିସରରେ ଶୁକ୍ରବାର ଏକ ମାଗଣା ସ୍ୱାସ୍ଥ୍ୟ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱର ହାଇଟେକ ମେଡିକାଲ କଲେଜ ଓ ହସ୍ପିଟାଲ ତରଫରୁ ଏହି ଶିବିରର ଆୟୋଜନ କରାଯାଇଥିଲା । ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ…
Read More...
Read More...