ପାଟପୁର ପଂଚାୟତର ମହାନଳା ଗ୍ରାମରେ ମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ…..
ଅନୁସନ୍ଧାନ ଭାରତ(ବ୍ୟୁର): ସାନଖେମୁଣ୍ଡି ବ୍ଲକ ପାଟପୁର ପଂଚାୟତର ମହାନଳା ଗ୍ରାମରେ ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ଉକ୍ତ କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟିକା ଶ୍ରୀମତୀ ନନ୍ଦିନୀ ଦେବୀ, ଗଞ୍ଜାମ ଜିଲ୍ଲା…
Read More...
Read More...