ବ୍ଲକ କଳା ସଂସ୍କୃତି ସଂଘ ପକ୍ଷରୁ ବାଲିଗୁଡା ବିଡ଼ିଓ ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ବାଲିଗୁଡା……
ଅନୁସନ୍ଧାନ ଭାରତ(ବ୍ୟୁର): କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ବ୍ଲକ କଳାସଂସ୍କୃତି ସଂଘର ଉପ-ସଭାପତି ପ୍ରମୋଦ କୁମାର ଦଣ୍ଡସେନାଙ୍କ ନେତୃତ୍ୱରେ ବାଲିଗୁଡା ବିଡ଼ିଓ ତଥା ବ୍ଲକ କଳା ସଂସ୍କୃତି ସଂଘର ସଭାପତି ଶଶାଙ୍କ ଶେଖର ପାତ୍ରଙ୍କୁ ଫୁଲ ତୋଡ଼ା ଉପଢ଼ୋକନ ଦେଇ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି l…
Read More...
Read More...