ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସୁନ୍ଦରଗଡରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ…
ଅନୁସନ୍ଧାନ ଭାରତ(ବ୍ୟୁର): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଉରକେଲା ଠାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସୁନ୍ଦରଗଡ ଜିଲ୍ଲାବାସୀଙ୍କ ପାଇଁ ସ୍ମାର୍ଟ ହେଲ୍ଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି I ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନରେ ସୁନ୍ଦରଗଡ ହେଉଛି ଦ୍ବିତୀୟ ଜିଲ୍ଲା I…
Read More...
Read More...