ଆସାମର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ୱ ଶର୍ମା….
ଅନୁସନ୍ଧାନ ଭାରତ(ବ୍ୟୁର): ଆସାମ ସ୍ବାସ୍ଥ୍ୟମନ୍ତ୍ରୀ ହିମନ୍ତ ବିଶ୍ଵ ସର୍ମା ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହେବେ। ଆସନ୍ତା କାଲି ସେ ଶପଥଗ୍ରହଣ କରିବେ। ଏ ନେଇ ରବିବାର ଗୁଆହାଟିରେ ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ଚୂଡ଼ାନ୍ତ ହୋଇଛି। ତାଙ୍କୁ ବିଜେପି ବିଧାୟକ ଦଳ ନେତା ଭାବେ…
Read More...
Read More...