ରାଜ୍ୟ ସ୍ତରୀୟ ସୁରଭିରେ ଅଂଶ ଗ୍ରହଣ କଲେ କେ ଏମ ଭାଲିଆସାହିର ଛାତ୍ରଛାତ୍ରୀ….

ରା ଉଦୟଗିରି(ଆକାଶ ଦାସ): ଶିଶୁମାନଙ୍କର ଅନ୍ତର୍ନିହିତ ଗୁଣାବଳୀର ବିକାଶ କରିବା ପାଇଁ ଅନୁଷ୍ଠିତ ହେଉଅଛି ଶିଶୁ ମହୋତ୍ସବ ସୁରଭି । ଏହି ସୁରଭି କାର୍ଯ୍ୟକ୍ରମ ବିଦ୍ୟାଳୟ ସ୍ତରରୁ ଆରମ୍ଭ ହୋଇ ଜିଲ୍ଲା ଏବଂ ରାଜ୍ୟ ସ୍ତରରେ ପାଳନ କରାଯାଇଥାଏ । ଭାଷଣ, ସଙ୍ଗୀତ, ସାଧାରଣ ଜ୍ଞାନ, ଚିତ୍ର ଏବଂ…
Read More...

ମାର୍ଲବା ଘାଟିରେ ହିଟାଚି ବୋଝଇ ଟ୍ରକ ଦୁର୍ଘଟଣାଗ୍ରସ୍ତ…

ରାୟଗଡ(ଟିକି ଲିମା): ଗଜପତି ଜିଲ୍ଲା ରାୟଗଡ଼ ଥାନା ଅଧିନ ମାର୍ଲବା ଘାଟିରେ ଏକ ହିଟାଚି ବୋଝଇ ଟ୍ରକ ମଙ୍ଗଳବାର ସନ୍ଧ୍ୟାରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି l ଦୁର୍ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତରଙ୍କୁ ଖଜୁରୀପଦା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି…
Read More...

ବଡ଼ ଭାଇଙ୍କୁ ଛୁରା ମାଡ଼ କରି ହତ୍ୟା କଲା ସାନ ଭାଇ….

ପାରଳାଖେମୁଣ୍ଡି(ପ୍ରବୀଣ କୁମାର ଲିମା): ଗଜପତି ଜିଲ୍ଲା ଆର ଉଦୟଗିରି ଥାନା ରେବିଡି ଗାଁରେ ବଡ଼ ଭାଇକୁ ସାନ ଭାଇ ଛୁରା ମାଡ଼ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ  ଅଜ୍ୟମ ଦଳ ବେହେରା ବୋଲି ସୂଚନା ରହିଛି । ବଡ ଭାଇ ଅଜ୍ୟମ ଓ ସାନ ଭାଇ ସୁଦିପ ଦଳ ବେହେରାଙ୍କ…
Read More...

କ୍ଷତ୍ରୀୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ଶିକ୍ଷା ଦିବସ ପାଳିତ…

ଭଞ୍ଜନଗର(ନିଲୁ ବିଷୋୟୀ):  ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରୀୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବିଦ୍ୟାବିହାର ପରିସରରେ ଜାତୀୟ ଶିକ୍ଷା ଦିବସ ଅଧ୍ୟକ୍ଷା ରୁନିବାଳା ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ଶିକ୍ଷା…
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣି, ମୋଟ ୨୨୯ ଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳ….

ଦାରିଙ୍ଗବାଡି(ଆଶୋକ ସିଂ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ସଭା ଗୃହରେ ସୋମବାର ଦିନ କନ୍ଧମାଳ ଜିଲ୍ଲାପାଳ ବେଦ ଭୂଷଣ ଓ ଆରକ୍ଷୀ ଅଧିକ୍ଷକ ହରିଶ ବିଶିଙ୍କ ଦ୍ଵାରା ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବ୍ଲକର ୨୫ ଗୋଟି ପଞ୍ଚାୟତରୁ ମୋଟ ୨୨୯ ଟି ଅଭିଯୋଗ ଆସିଥିବା ବେଳେ…
Read More...

ଶାନ୍ତିଝର ବୁଲି ଦେଖିଲେ ଜିଲ୍ଲାପାଳ, ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି…

ଧରାକୋଟ(ସୁନୀଲ କୁମାର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଧରାକୋଟ ଠାରୁ ଦୁଇ କିମି ଦୂରରେ ଥିବା ଶାନ୍ତିଝର ପିକନିକ ସ୍ପଟରେ ଦିନକୁ ଦିନ ପର୍ଯ୍ୟଟକମାନଙ୍କ ବେସ ଭିଡ ବଢୁଥିବା ଦେଖିବାକୁ ମିଳୁଛି । ହେଲେ ଆବଶ୍ୟକତା ଅନୁଯାୟୀ ଏହାର ଭିତ୍ତିଭୂମିର ବିକାଶ ହୋଇପାରିନାହିଁ । ଏହାର ବିକାଶ ପାଇଁ ଶାନ୍ତିଝର…
Read More...

ଓଡିଶାର ଡାର୍ଜଲିଙ୍ଗ ଘୁ.ଉଦୟଗିରିରେ ପାରଦ ତଳ ମୁହାଁ: ଅସହ୍ୟ ଜାଡ଼, ସର୍ବନିମ୍ନ 8.4 ଡିଗ୍ରୀ ଥଣ୍ଡା ରେକର୍ଡ…

ଅନୁସନ୍ଧାନ ଭାରତ(ବ୍ୟୁର): କନ୍ଧମାଳ ଜିଲା ଘୁ.ଉଦୟଗିରି ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ସହ ପ୍ରବଳରୁ ଅତି ପ୍ରବଳ ଜାଡ ଅନୁଭୂତ ହେଉ ଥିବା ପାଣିପାଗ ବିଭାଗ ପକ୍ଷରୁ ରେକର୍ଡ କରାଯାଇଛି.। ରବିବାର ସନ୍ଧ୍ୟାଠାରୁ ଶୀତ କ୍ରମଶଃ ବୃଦ୍ଧି ଲାଗିଛି । ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ରର ସୂଚନା…
Read More...

ଗଜପତି ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୫ ଅନୁଷ୍ଠିତ…..

ପାରଳାଖେମୁଣ୍ଡି(ପ୍ରବୀଣ କୁମାର ଲିମା): ଗଜପତି ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୫ ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସର ଠାରେ ଅନଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ…
Read More...

ଗ୍ରାମକୁ ବିଦ୍ୟୁତ ସଂଯୋଗ ଯୋଗାଇ ଦେବାକୁ ଏକ ଲକ୍ଷ ଟଙ୍କା ବିଭାଗୀୟ ଅଧିକାରୀ ମାଗୁଥିବା ଅଭିଯୋଗ…..

ରା ଉଦୟଗିରି(ଆକାଶ ଦାସ): ଏପରି ଏକ ଅଭିଯୋଗ ଆସୁଛି ଗଜପତିଜିଲ୍ଲା ରା ଉଦୟଗିରି ବ୍ଲକ ପୁରୁଣାପାଣି ପଞ୍ଚାୟତ ତରବଙ୍ଗ ଗ୍ରାମରୁ। ଜିଲ୍ଲା ସଦରମହକୁମା ଠାରୁ ୧୧୦ ଓ ବ୍ଲକ ସଦରମହକୁମା ଠାରୁ ପ୍ରାୟ ୫୦ କିଲୋମିଟର ଦୂରରେ ପାହାଡ଼ ଜଙ୍ଗଲ ଘେରା ମଧ୍ୟରେ ଅବସ୍ଥିତ ତରବଙ୍ଗ ଗ୍ରାମ । ଏହି ଗ୍ରାମରେ…
Read More...

ଟ୍ରାକ୍ଟର ଓଲଟି ୩ ଘଣ୍ଟା ରାସ୍ତା ଅବରୋଧ, ଅଳ୍ପକେ ବର୍ତ୍ତିଲେ ଡ଼୍ରାଇଭର…

ଦାରିଙ୍ଗବାଡି(ଆଶୋକ ସିଂ): କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଘଟିଛି ପୁଣି ଏକ ଦୁର୍ଘଟଣା । ଉକ୍ତ ଥାନା ଅଞ୍ଚଳର ଝିଞ୍ଜିରିଗୁଡ଼ା ନିକଟ ବଡୁନୁ ଘାଟି ବୁଲାନ୍ତି ଗୋଟିଏ ଟ୍ରାକ୍ଟର ଭାରସାମ୍ୟ ହାରାଇ ଓଲଟି ପଡ଼ିଥିବା ଜଣା ପଡ଼ିଛି । ଆହତ ଡ଼୍ରାଇଭର ଜଣକ ହେଉଛନ୍ତି କୁମ୍ଭାରୀ ଗାଁ…
Read More...