ସାତ ଦିନ ଧରି ଚାଲିଥିବା ଶ୍ରୀମଦ୍ ଭାଗବତ ମହାପୁରାଣ କାର୍ଯ୍ୟକ୍ରମ ଉଦଯାପିତ…
ରାୟଗଡ(ଟିକି ଲିମା): ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ସନତୁଣ୍ଡି ପଞ୍ଚାୟତ ଅନ୍ତର୍ଗତ ରେମ୍ପିପି ଗ୍ରାମରେ ଆଜକୁ ସାତ ଦିନ ଧରି ଚାଲିଥିବା ଶ୍ରୀମଦ୍ ଭାଗବତ ମହାପୁରାଣ କାର୍ଯ୍ୟକ୍ରମ ଉଦଯାପିତ ହୋଇ ଯାଇଛି । ଚଳିତ ମାସ ୧ ସେପ୍ଟେମ୍ବର ଠାରୁ ୭ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ଉତ୍ସବ ପାଳିତ ହୋଇ…
Read More...
Read More...