Browsing Category

ଓଡିଶା

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ଥରୀୟ ବିଶ୍ଵ ଅଣ୍ଡା ଦିବସ ୨୦୨୨ ପାଳିତ…….

ଅନୁସନ୍ଧାନ ଭାରତ(ବ୍ୟୁର): ପ୍ରତି ବର୍ଷ ପରି ଅକ୍ଟୋବର ମାସ ଦ୍ଵିତୀୟ ଶୁକ୍ରବାର ବିଶ୍ଵ ଅଣ୍ଡା ଦିବସ ପାଳିତ ହୁଏ । ସେହିପରି ଗଜପତି ଜିଲ୍ଲାରେ ମଧ୍ୟ ଜିଲ୍ଲା ସ୍ତରୀୟ ପାରଳାଖେମୁଣ୍ଡି ଠାରେ ପ୍ରାଣୀ ଚିକିତ୍ସା ଓ ପ୍ରାଣୀ ପାଳନ ବିଭାଗ ତରଫରୁ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ବିଶ୍ଵ ଅଣ୍ଡା…
Read More...

ଉଦୟପୁର ଚିନ୍ତନଶିବିର ଘୋଷଣା ହିଁ ମୋ ଇସ୍ତାହାର : ମଲ୍ଲିକାର୍ଜୁନ ଖଡ଼ଗେ

ଅନୁସନ୍ଧାନ ଭାରତ(ବ୍ୟୁର): ଆଜି ଏଆଇସିସି ସଭାପତି ପଦ ପାଇଁ ପ୍ରତିଦ୍ୱନ୍ଦିତା କରୁଥିବା ସାଂସଦ ଶ୍ରୀ ମଲ୍ଲିକାର୍ଜୁନ ଖଡ଼ଗେ ଓଡ଼ିଶା ଗସ୍ତରେ ଆସି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପିସିସି ସଭ୍ୟମାନଙ୍କ ବୈଠକରେ ନିଜର ପ୍ରାର୍ଥିତ୍ୱ ସଂପର୍କରେ ଅବତାରଣା କରିବା ସହ ସମସ୍ତଙ୍କୁ ଭୋଟ ଦେବାପାଇଁ…
Read More...

ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆୟୋଜିତ….

ଅନୁସନ୍ଧାନ ଭାରତ(ବ୍ୟୁର): ଧରାକୋଟ ବ୍ଲକ ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସିଙ୍ଗିପୁର ଗ୍ରାମ ପଂଚାୟତ, ଜାହାଡା ଗ୍ରାମ ପଂଚାୟତ, ଜଗମୋହନ ପଂଚାୟତ ଠାରେ ଆଜି ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି l ଏହି ସବୁ ପଂଚାୟତର ସମସ୍ତ…
Read More...

ରାସ୍ତା ପାର୍ଶ୍ୱ ସୁବିଧା କେନ୍ଦ୍ରଗୁଡ଼ିକର ଉତ୍ତମ ପରିଚାଳନା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ, ରାସ୍ତା ପାର୍ଶ୍ୱ…

ଅନୁସନ୍ଧାନ ଭାରତ(ବ୍ୟୁର): ରାଜ୍ୟରେ ପର୍ଯ୍ୟଟନ ଶିଳ୍ପର ଅବିବୃଦ୍ଧି କ୍ଷେତ୍ରରେ ଅନ୍ୟଏକ ପଦକ୍ଷେପ ଭାବେ ରାସ୍ତାପାର୍ଶ୍ୱ ସୁବିଧା କେନ୍ଦ୍ର ଗୁଡ଼ିକର ଉତ୍ତମ ପରିଚାଳନା ଓ ରକ୍ଷଣାବେକ୍ଷଣ ନିଶ୍ଚିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ଆଜି…
Read More...

ମା ଗଜଲକ୍ଷ୍ମୀଙ୍କ ଆଗମନରେ ଉତ୍ସବ ମୁଖର ଲିମାମେଡା

ଅନୁସନ୍ଧାନ ଭାରତ(ବ୍ୟୁର): ଚଳିତ ବର୍ଷ ପ୍ରଥମ ଥର ପାଇଁ ରାୟଗଡା ଜିଲ୍ଲା ଗୁଣପୁର ବ୍ଲକ ଠାରେ ଲିମାମେଡା ଗ୍ରାମରେ ସୌଭାଗ୍ୟ ଓ ଧନ ପ୍ରଦାୟିନୀ ମା ଗଜଲକ୍ଷ୍ମୀଙ୍କ ପୂଜା ଅନୁଷ୍ଠିତ ହେଉଛି । ଏହି ଅବସରରେ ଆଜି ସକାଳୁ ପୁରାଣ ବର୍ଣ୍ଣିତ ପବିତ୍ର ମହେନ୍ଦ୍ରତନୟା ନଦୀରୁ ଗଙ୍ଗା ଆବାହନ କରି କଳସ…
Read More...

ଭଞ୍ଜନଗରରେ ଭିନ୍ନକ୍ଷମ ଚିହ୍ନଟ ଶିବିର ଅନୁଷ୍ଠିତ……

ଅନୁସନ୍ଧାନ ଭାରତ(ବ୍ୟୁର): ଗଂଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଭିନ୍ନକ୍ଷମ ଚିହ୍ନଟ ଶିବିର ବୁଧବାର ଅନୁଷ୍ଠିତ ହୋଇଛି । ଏଥିରେ ୩୭ ଜଣ ପଞ୍ଜିକରଣ କରିଥିବା ବେଳେ ଅନ୍ଲାଇନ ମାଧ୍ୟମରେ ସେମାନଙ୍କ ପ୍ରମାଣପତ୍ର ଦେବା ବ୍ୟବସ୍ଥା ହୋଇଛି । ଭଞ୍ଜନଗର ମେଡିକାଲ ଅଧୀକ୍ଷକ ଡା.ସୀତାଂଶୁ…
Read More...

ପୁରୀରେ ହବିଷ୍ୟାଳି ମା ମାନଙ୍କ କାର୍ତ୍ତିକ ବ୍ରତ ଆରମ୍ଭ, ହବିଷ୍ୟାଳି ମା’ଙ୍କ ପାଇଁ ବୃନ୍ଦାବତୀ ନିବାସ ଲୋକାର୍ପିତ କଲେ…

ଅନୁସନ୍ଧାନ ଭାରତ(ବ୍ୟୁର): ପୁରୀରେ ହବିଷ୍ୟାଳି ମା ମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳି ମା ମାନଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା ମାନଙ୍କୁ ସ୍ବାଗତ କରି…
Read More...

କାର୍ତ୍ତିକ ପ୍ରଥମ ସୋମବାରରେ ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବପୀଠ ଚଳଚଞ୍ଚଳ…..

ଅନୁସନ୍ଧାନ ଭାରତ(ବ୍ୟୁର): କାର୍ତ୍ତିକ ମାସ ପ୍ରଥମ ସୋମବାରରେ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ସମସ୍ତ ଶୈବପୀଠ ଗୁଡ଼ିକ ଉତ୍ସବ ମୁଖର ହୋଇ ଉଠିଛି । ଭକ୍ତମାନେ ଏହି ମାସର ସୋମବାର, ବଡ଼ ଏକାଦଶୀ, ପଞ୍ଚୁକ, ଦୀପାବଳି, କାର୍ତ୍ତିକ ପୂର୍ଣ୍ଣିମା ଭଳି ପବିତ୍ର ଦିନ ଗୁଡିକରେ ରୀତିନୀତି…
Read More...

ଭଞ୍ଜନଗର ସହର ଓ ବିଭିନ୍ନ ଗ୍ରାମାଞ୍ଚଳରେ ମା ଗଜଲଷ୍ମୀଙ୍କ ପୂଜା ଅନୁଷ୍ଠିତ……..

ଅନୁସନ୍ଧାନ ଭାରତ(ବ୍ୟୁର): ଭଞ୍ଜନଗର ସହର ଓ ବିଭିନ୍ନ ଗ୍ରାମାଞ୍ଚଳରେ ମା ଗଜଲଷ୍ମୀଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି । ସହରର ଖାଲାସୀ ସାହି, ନିୟନ୍ତ୍ରଣ ବଜାର କମିଟି କାଯ୍ୟାଳୟ ପରିସର, ଗୋଲାପଡା, ବାରୁଡା, ଅଗଝୋଳ, ମୁଜାଗଡ଼, ଖାରିଗୁଡା, ଗୁଡିଆମ୍ବା ଓ ଖମାରେଡି ଠାରେ ରୀତିନୀତି ସହକାରେ…
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…..

ଅନୁସନ୍ଧାନ ଭାରତ(ବ୍ୟୁର): ଗଜପତି ଜିଲ୍ଲା ନୂଆଗଡ ବ୍ଲକ୍ ଅନ୍ତର୍ଗତ ଖଜୁରୀପଦାର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ଓ ଆରକ୍ଷୀ ଅଧିକ୍ଷକ ଜୟରାମ…
Read More...