Browsing Category

ଓଡିଶା

ଆଂକୁଲି ଶ୍ରୀଶିଶୁ ବିଦ୍ୟାଳୟ ଠାରେ ଗାନ୍ଧୀ ଜୟନ୍ତୀ ଓ ଲାଲବାହାଦୁର ଶାସ୍ତ୍ରୀ ଜୟନ୍ତୀ ଉତ୍ସବ ପାଳିତ……

ଅନୁସନ୍ଧାନ ଭାରତ(ବ୍ୟୁର): ବ୍ରହ୍ମପୁର ମହାନଗରର ଆଂକୁଲି ଗ୍ରାମ ଶ୍ରୀ ଶିଶୁ ବିଦ୍ୟାଳୟ ଠାରେ ଗାନ୍ଧୀ ଜୟନ୍ତୀ ଓ ଲାଲବାହାଦୁର ଶାସ୍ତ୍ରୀ ଜୟନ୍ତୀ ଉତ୍ସବ ପାଳିତ ହୋଇଛି l ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରିନ୍ସପାଲ, ପ୍ରଧାନ ଶିକ୍ଷୟିତ୍ରୀ ଗାନ୍ଧିଜୀ ଓ ଶାସ୍ତ୍ରୀଜିଙ୍କ ଫୋଟ ଉପରେ…
Read More...

ଧାମନଗର ଉପନିର୍ବାଚନ ନିମନ୍ତେ କମିଟି ଗଠନ କଲା କଂଗ୍ରେସ…….

ଅନୁସନ୍ଧାନ ଭାରତ(ବ୍ୟୁର): ଧାମନଗର ଉପନିର୍ବାଚନ ନିମନ୍ତେ କଂଗ୍ରେସ ପକ୍ଷରୁ ପ୍ରାର୍ଥି ଚୟନ କରିବା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଏକ କମିଟି ଗଠନ କରିଛନ୍ତି । ଏହି କମିଟିରେ ପୂର୍ବତନ ପିସିସି ସଭାପତି ସର୍ବଶ୍ରୀ ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା,…
Read More...

ଲାଞ୍ଜିପଲ୍ଲୀ ଗୁରୁକୁଳ ଇଣ୍ଟରନେସନାଲ ପବ୍ଲିକ ସ୍କୁଲରେ ଗାନ୍ଧୀ ଓ ଲାଲ ବହାଦୁର ଶାସ୍ତ୍ରୀ ଜନ୍ମ ଜୟନ୍ତୀ…

ଅନୁସନ୍ଧାନ ଭାରତ(ବ୍ୟୁର): ବ୍ରହ୍ମପୁର ମହାନଗରର ଲାଞ୍ଜିପଲ୍ଲୀ ଗୂଡ଼ସେଡ ରୋଡ ନିକଟସ୍ଥ ଗୁରୁକୁଳ ଇଣ୍ଟରନେସନାଲ ପବ୍ଲିକ ସ୍କୁଲରେ ଗାନ୍ଧୀ ଜୟନ୍ତୀ ଓ ଲାଲ ବହାଦୁର ଶାସ୍ତ୍ରୀ ଜନ୍ମ ଉତ୍ସବ ପାଳନ ଅବସରରେ ସ୍ୱଚ୍ଛ ଭାରତ ମିଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଉକ୍ତ କାର୍ଯ୍ୟକ୍ରମରେ…
Read More...

ଗୁଦାରିରେ ଗାନ୍ଧୀ ଜୟନ୍ତୀ ପାଳନ……

ଅନୁସନ୍ଧାନ ଭାରତ(ବ୍ୟୁର): କନ୍ଧମାଳ ଜିଲ୍ଲା ଖଜୁରିପଡ଼ା ବ୍ଲକ୍ ଅନ୍ତର୍ଗତ ଗୁଦାରି ପଞ୍ଚାୟତରେ ମା ବ୍ରାହ୍ମଣି ଦେଇ ୟୁଥ clubs2 ଗୁଦାରି ସଂଘର ଉଦ୍ୟମରେ ଗାନ୍ଧୀ ଜୟନ୍ତି ଓ ସ୍ବଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡ଼ା ଅଧିକାରୀ district…
Read More...

ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ବୟସ୍କ ଲୋକଙ୍କ ପାଇଁ ସଚେତନତା ଶିବିର…

ଅନୁସନ୍ଧାନ ଭାରତ(ବ୍ୟୁର): ଗଜପତି ଜିଲ୍ଲା ଆଇନ ସେବା ପାଧିକରଣ ତରଫରୁ ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଏକ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଆୟୋଜିତ ଏହି ଶିବିରରେ ପ୍ରାଧିକରଣର ଅଧ୍ୟକ୍ଷ ତଥା ମାନ୍ୟବର ଜିଲ୍ଲା ଦୌରା…
Read More...

ଭୁବନେଶ୍ୱରର ଦୁଗାପୂଜା ମଣ୍ଡପ ବୁଲି ମାଁଙ୍କ ଦର୍ଶନ କଲେ ପିସିସି ସଭାପତି……

ଅନୁସନ୍ଧାନ ଭାରତ(ବ୍ୟୁର): ଆଜି ପବିତ୍ର ମହାଷ୍ଟମୀରେ ପିସିସି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଭୁବନେଶ୍ୱରର ୨୦ ରୁ ଉର୍ଦ୍ଧ୍ବ ଦୁର୍ଗାମଣ୍ଡପ ବୁଲି ଦୁର୍ଗା ମାଁଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ । ଏହି ଅବସରରେ ଶ୍ରୀ ଯୁକ୍ତ ପଟ୍ଟନାୟକ ମାଁ ଦୁର୍ଗାଙ୍କ ପୂଜାର୍ଚ୍ଚନା କରି…
Read More...

ଗାନ୍ଧୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହୋଇ ଏକ ସମୃଦ୍ଧ ଭାରତ ଗଠନ ନିମନ୍ତେ ଶକ୍ତିଶାଳୀ ଯୋଗଦାନ ରଖିବାକୁ…

ଅନୁସନ୍ଧାନ ଭାରତ(ବ୍ୟୁର): ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ । ସ୍ବାଧୀନତାର ୭୫ ବର୍ଷରେ ମହାତ୍ମା ଗାନ୍ଧୀଙ୍କ ପୂଣ୍ୟ ଜନ୍ମତିଥିର ସ୍ବତନ୍ତ୍ର ଗୁରୁତ୍ବ ରହିଛି । ଏହି ଅବସରରେ ଲୋକସେବା ଭବନରେ ପାଳିତ ହୋଇଛି ଶାନ୍ତି, ଅହିଂସା ଓ ସ୍ବରାଜର ମହୋତ୍ସବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି…
Read More...

କୋଟଗଡ଼ରେ ପାଳିତ ହୋଇଅଛି ବାଲିଗୁଡା ବନଖଣ୍ଡ ସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ……

ଅନୁସନ୍ଧାନ ଭାରତ(ବ୍ୟୁର): କୋଟଗଡ଼ ବସଷ୍ଟାଣ୍ଡ ପରିସରରେ ଅକ୍ଟୋବର ୨ ତାରିଖକୁ ବାଲିଗୁଡା ବନଖଣ୍ଡ ସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ରୂପେ ପାଳନ କରିଛନ୍ତି କୋଟଗଡ଼ ବନଖଣ୍ଡ ଅଧିକାରୀ ଶ୍ରୀ ସୂର୍ଯ୍ୟକାନ୍ତ ବେହେରା l ଏଥିରେ ମୁଖ୍ୟ ଅତିଥି ରୂପେ ବାଲିଗୁଡ଼ା ବନଖଣ୍ଡ ଏସିଏଫ ଶ୍ରୀ ସୌମ୍ୟରଂଜନ…
Read More...

ମା ଦୁର୍ଗାଦେବୀଙ୍କ ଦର୍ଶନ କଲେ ଘୁ.ଉଦୟଗିରି ଅଞ୍ଚଳ ବାସୀ……..

ଅନୁସନ୍ଧାନ ଭାରତ(ବ୍ୟୁର): ଘୁ.ଉଦୟଗିରି ଅଞ୍ଚଳର ବହୁ ପୁରାତନ ଦୁର୍ଗାପୂଜା ଶୁକ୍ରବାର ଠାରୁ ଵିଧି ବିଧାନ ଅନୁସାରେ ଆରମ୍ଭ ହୋଇଯାଇଛି l ଶୁକ୍ରବାର ସଂନ୍ଧ୍ୟାରେ ବିଲ୍ଵ ବରଣ ଓ ଜଳାଧିବେଶ କରାଯାଇଥିବା ବେଳେ ଶନିବାର ଅଞ୍ଚଳର ପ୍ରତିଷ୍ଠିତ ଦେବୀ ମା ବରାଳଦେବୀଙ୍କୁ ଆବାହନ କରି ପୂଜାମଣ୍ଡପରେ…
Read More...

ଗୁଡାରୀ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ଓ ଜ଼ିଲ୍ଲା ପ୍ରଶାସନ କନ୍ଧମାଳ ତରଫରୁ ଗାନ୍ଧୀ ଜୟନ୍ତୀ କାର୍ଯ୍ୟକ୍ରମ…

ଅନୁସନ୍ଧାନ ଭାରତ(ବ୍ୟୁର): ଖଜୁରୀପଡା ବ୍ଲକର ଗୁଡାରୀ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ଓ ଜ଼ିଲ୍ଲା ପ୍ରଶାସନ କନ୍ଧମାଳ ତରଫରୁ ଗାନ୍ଧୀ ଜୟନ୍ତୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇ ଅଛି l ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ଜ଼ିଲ୍ଲା କ୍ରୀଡ଼ା ଅଧିକାରୀ ସମୀର କୁମାର ନାୟକ…
Read More...