Browsing Category

ଓଡିଶା

ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ, ଜନସାଧାରଣଙ୍କୁ ଭୟଭୀତ ନ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ….

ଅନୁସନ୍ଧାନ ଭାରତ(ବ୍ୟୁର): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ରୋଗ ନିୟନ୍ତ୍ରଣ ସଂପର୍କରେ ସମୀକ୍ଷା କରି କହିଛନ୍ତି ଯେ ବର୍ତ୍ତମାନ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି୤ ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ ନିୟମାବଳୀକୁ ପାଳନ କରିବା…
Read More...

ଅନୁସନ୍ଧାନ ଭାରତ’ର ପ୍ରଭାବ, ହବାକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆର ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଲା…

ଅନୁସନ୍ଧାନ ଭାରତ(ବ୍ୟୁର): 'ଅନୁସନ୍ଧାନ ଭାରତ' ପୋର୍ଟାଲରେ ଖବର ପ୍ରକାଶିତ ହେବା ପରେ କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ଠାରେ ଥିବା ଆତି ପୁରାତନ ହବାକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆର ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଛି ସ୍ଥାନୀୟ ପ୍ରଶାସନ I ଖେଳ ପଡ଼ିଆକୁ ପ୍ରବେଶ କରୁଥିବା ଡ୍ରେନ ଓ ଅଳିଆ ଆବର୍ଜନା…
Read More...

ଲୀଭିଂଙ୍ଗ ଷ୍ଟୋନ ମିନିଷ୍ଟ୍ରି ଅନୁଷ୍ଠାନ ତରଫରୁ ବିଧବାଙ୍କୁ ଲୁଗା ଓ ଅତ୍ୟାବଶ୍ୟକ ସାମଗ୍ରୀ ବଣ୍ଟନ…

ଅନୁସନ୍ଧାନ ଭାରତ(ବ୍ୟୁର): କନ୍ଧମାଳ ଜିଲ୍ଲା ଅଧିନସ୍ଥ ବାଲିଗୁଡ଼ାର ବାରଖମା ଗ୍ରାମରେ ଅବସ୍ଥିତ ଲୀଭିଂଙ୍ଗ ଷ୍ଟୋନ ମିନିଷ୍ଟ୍ରି ଅନୁଷ୍ଠାନ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟ କରି ଆଶୁଅଛି I ଏହି ଅନୁଷ୍ଠାନ ଦ୍ବାରା ଅନେକ ଅନାଥ ପିଲାମାନଙ୍କୁ ଶିକ୍ଷା ଦେଇ ଶିକ୍ଷିତ କରାଯାଇ ଥାଏ I…
Read More...

ପୂର୍ବ ଗୌରବକୁ ହରାଇବାକୁ ବସିଛି ହବାକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆ, ରକ୍ଷଣାବେକ୍ଷଣ ନିମନ୍ତେ ଦାବୀ କଲେ ପୁର୍ବତ୍ତନ…

ଅନୁସନ୍ଧାନ ଭାରତ(ବ୍ୟୁର): କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ଠାରେ ଥିବା ହବାକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆ ଏବେ ପ୍ରଶାସନର ଦୂରଦୃଷ୍ଟିର ଅଭାବ ଓ ଅଣଦେଖା ଯୋଗୁଁ ଦିନକୁ ଦିନ ନିଜର ପୂର୍ବ ଗୌରବ ହରାଇ ବାକୁ ବସିଛି I ଏହାର ରକ୍ଷଣାବେକ୍ଷଣ ପାଇଁ ବର୍ଷ ବର୍ଷ ଧରି ଦାବୀ ହୋଇ ଆସୁ ଥିଲେ ସୁଦ୍ଧା…
Read More...

ଘୁ.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାରେ ଅବ୍ୟବସ୍ଥା ଅଭିଯୋଗ: ବିଦ୍ୟୁତ କାଟ ହେଲେ ଲାଗୁନି ଜେନେରେଟର,…

ଅନୁସନ୍ଧାନ ଭାରତ(ବ୍ୟୁର): କନ୍ଧମାଳ ଜିଲ୍ଲାର ଘୁ.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଜି ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି I ଘୁ.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ୧ନଂ ଓାର୍ଡର ସୌଭାଗ୍ଯ ସଂଗ୍ରମ ନାୟକ ନାମକ ଯୁବକଙ୍କ ହଠାତ ଛାତିରେ ଜନ୍ତ୍ରଣା ଅନୁଭବ ହେବାରୁ ପରିବାର ଲୋକ…
Read More...

ପାଣି ସମସ୍ୟାକୁ ନେଇ ରାଜରାସ୍ତା ଅବରୋଧ କଲେ ଗ୍ରାମବାସୀ, ୨ଘଣ୍ଟା ଧରି ଗାଡି ମୋଟର ଚଳାଚଳ ବନ୍ଦ…..

ଅନୁସନ୍ଧାନ ଭାରତ(ବ୍ୟୁର): କନ୍ଧମାଳ ଜିଲ୍ଲା ଅଧିନସ୍ଥ ବାଲିଗୁଡା ଏନଏସିର ୪ ୱାର୍ଡ ଦଣ୍ଡପଦ ଠାରେ ପାଣି ସମସ୍ୟାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି I ଉତ୍ୟକ୍ତ ଲୋକ ରାଜରାସ୍ତାକୁ ଅବରୋଧ କରିଥିଲେ I ସରକାର ଗରିବ ଲୋକମାନଙ୍କ ପାଣି ସମସ୍ୟାକୁ ଦୂର କରିବା ପାଇଁ କୋଟି କୋଟି ଟଙ୍କାର ପ୍ରକଳ୍ପ…
Read More...

ବହୁ ପ୍ରତିକ୍ଷିତ ସିର୍କୀ ଘାଈ ଇକୋ ପାର୍କର ଭିତ୍ତିପ୍ରସ୍ଥର ସ୍ଥାପନା କଲେ ଜଙ୍ଗଲ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ…

ଅନୁସନ୍ଧାନ ଭାରତ(ବ୍ୟୁର): କନ୍ଧମାଳ ଜିଲ୍ଲା ଅଧିନସ୍ଥ ଘୁ.ଉଦୟଗିରି ବ୍ଲକ ସିର୍କୀ ଘାଈ ଠାରେ ନିର୍ମାଣ ହେବାକୁ ଥିବା ବହୁ ପ୍ରତିକ୍ଷିତ ଇକୋ ପାର୍କର ଆଜି ଭିତ୍ତିପ୍ରସ୍ଥର ଦେଇଛନ୍ତି ମାନ୍ୟବର ଜଙ୍ଗଲ,ପରିବେଶ, ଜଳବାୟୁ ପରିବର୍ତ୍ତନ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ I ଏହି…
Read More...

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା: ଆସନ୍ତା ୧୦ ଦିନ ମଧ୍ୟରେ ସମସ୍ତ ସରକାରୀ ଓ ବେସରକାରୀ କୋଭିଡ ହସ୍‌ପିଟାଲ ପ୍ରସ୍ତୁତ…

ଅନୁସନ୍ଧାନ ଭାରତ(ବ୍ୟୁର): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ…
Read More...

ପିକନିକ ହେଲା କାଳ: ଭାରସାମ୍ୟ ହରାଇ ୭୦ ଫୁଟ ଖାତକୁ ଖସିଲା ଜାଇଲ, ୩ ମୃତ, ୭ ଗୁରୁତର ଆହତ….

ଅନୁସନ୍ଧାନ ଭାରତ(ବ୍ୟୁର): କନ୍ଧମାଳ ଜିଲ୍ଲା ଅଧିନସ୍ଥ ରାଇକିଆ ବ୍ଲକର କରଡ଼ା ଘାଟିରେ ଏକ ଜାଇଲ ଗାଡ଼ି ଦୁର୍ଘଟଣା ଗ୍ରସ୍ଥ ହୋଇଛି I ଭାରସାମ୍ୟ ହରାଇ ପ୍ରାୟ ୭୦ ଫୁଟ ଖାତକୁ ଖସିବା ଦ୍ୱାରା ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି I ସୂଚନା ଅନୁସାରେ ରାଇକିଆ…
Read More...

ମୁକ୍ତା ଯୋଜନା କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ….

ଅନୁସନ୍ଧାନ ଭାରତ(ବ୍ୟୁର): କନ୍ଧମାଳ ଜିଲ୍ଲା ଅଧିନସ୍ଥ ଘୁ.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ମୁକ୍ତା ଯୋଜନା ଘୁ.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ପ୍ରୋଗ୍ରାମ କୋଅଡ଼ିନେଟର ପ୍ରଭାତ ରଞ୍ଜନ ସାହୁଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର…
Read More...