Browsing Category

ଓଡିଶା

ବଦଳୁଛି ମାଣ୍ଡିପଙ୍କାର ଚିତ୍ର, ଆମ୍ବ ଟାକୁଆ ଘଟଣା ପରେ ଉନ୍ନୟନ ମୂଳକ କାର୍ଯ୍ୟରେ ପ୍ରଶାସନର ତତ୍ପରତା….

ଦାରିଙ୍ଗବାଡ଼ି(ଆଶୋକ ସିଂ): କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ଗଦାପୁର ପଞ୍ଚାୟତର ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇ ଜଣଙ୍କ ଅକାଳ ବିୟୋଗ ଓ ୬ ଜଣ ଗୁରୁତର ଘଟଣା ପରେ ବିଭିନ୍ନ ରାଜ ନେତା, ଅଫିସରମାନଙ୍କ ସୁଅ ଛୁଟିଥିଲା l ଏହି ଗ୍ରାମ ସରକାରଙ୍କ ବିଭିନ୍ନ ଉନ୍ନୟନ…
Read More...

ବଦଳୁଛି ମାଣ୍ଡିପଙ୍କାର ଚିତ୍ର, ଆମ୍ବ ଟାକୁଆ ଘଟଣା ପରେ ଉନ୍ନୟନ ମୂଳକ କାର୍ଯ୍ୟରେ ପ୍ରଶାସନର ତତ୍ପରତା….

ଦାରିଙ୍ଗବାଡ଼ି(ଆଶୋକ ସିଂ): କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ଗଦାପୁର ପଞ୍ଚାୟତର ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇ ଜଣଙ୍କ ଅକାଳ ବିୟୋଗ ଓ ୬ ଜଣ ଗୁରୁତର ଘଟଣା ପରେ ବିଭିନ୍ନ ରାଜ ନେତା, ଅଫିସରମାନଙ୍କ ସୁଅ ଛୁଟିଥିଲା l ଏହି ଗ୍ରାମ ସରକାରଙ୍କ ବିଭିନ୍ନ ଉନ୍ନୟନ…
Read More...

ଲୋଚନ ସରକାରୀ ଉଚ୍ଚ ବିଦ୍ୟାଳୟ ଦର୍ଲିପାଲିରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ….

ସୁନ୍ଦରଗଡ(ଦେବେନ୍ଦ୍ର କୁମାର ଭିତ୍ରିଆ): ମଙ୍ଗଳବାର ସକାଳ ୧୦ଟା ସମୟରେ ଲୋଚନ ସରକାରୀ ଉଚ୍ଚ ବିଦ୍ୟାଳୟ ଦର୍ଲିପାଲିରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି l ଉଦଘାଟନି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଏନଟିପିସି ଦର୍ଲିପାଲି ପ୍ରୋଜେକ୍ଟ ମୁଖ୍ୟ ରାମ ଭଜନ ମଲିକ ଯୋଗଦାନ କରି…
Read More...

ବାଲିଗୁଡାସ୍ଥିତ ମୁସୁକୁଲି ଠାରେ ବ୍ଲକ୍ ସ୍ତରୀୟ ଜାତୀୟ ପ୍ରାଣୀଧନ ମେଳା ଅନୁଷ୍ଠିତ…

ବାଲିଗୁଡା(ସିବନ୍ତ ଦିଗାଲ ): କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ବ୍ଲକରେ ବୁଡ୍ରୁକିଆ ପଞ୍ଚାୟତ ମୁସୁକୁଲି ଠାରେ ଜିଲ୍ଲା ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ମୁଖ୍ୟ ଅତିଥି ଦ୍ୱାରା ପ୍ରଥମେ ଅତିଥିଙ୍କୁ ପୁଷ୍ପ ଗୁଛ ଓ ଉତ୍ତରୀୟ ଦେଇ ସ୍ବାଗତ ସମ୍ବର୍ଦ୍ଧନା…
Read More...

ଜିରାଙ୍ଗ ଠାରେ ବ୍ଲକ ସ୍ତରୀୟ ରାଷ୍ଟ୍ରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୪-୨୫….

ରାୟଗଡ଼(ଟିକି ଲିମା): ଗଜପତି ଜିଲ୍ଲା ରାୟଗଡ ବ୍ଲକର ଜିରାଙ୍ଗ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ କାଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମରେ ପ୍ରାୟ ୮୦ ଗୋଟି ବିଦ୍ୟାଳୟ ଅଂଶ ଗ୍ରହଣ କରି ପ୍ରାୟ ୭୮ ଟି ପ୍ରୋଜେକଟକୁ ୭ଟି ସ୍ତରରେ…
Read More...

ଦାରିଙ୍ଗବାଡିରେ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ, ବ୍ୟକ୍ତିଗତ ୬୩ ଓ ଗୋଷ୍ଠିଗତ ୭୫ ଟି ମୋଟ ୧୩୮ ଅଭିଯୋଗ…

ଦାରିଙ୍ଗବାଡି(ଆଶୋକ ସିଂ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହ ପରିସର ମଧ୍ୟରେ ମଙ୍ଗଳବାର ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ତେବେ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ କୌଣସି କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ଏହି ଅଭିଯୋଗ ଶୁଣାଣିରେ…
Read More...

ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ….

ସୁନ୍ଦରଗଡ଼(ଦେବେନ୍ଦ୍ର କୁମାର ଭିତ୍ରିଆ): ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି ସୁନ୍ଦରଗଡ଼ ଗସ୍ତରେ ଆସିଥିଲେ । ଏହି ଗସ୍ତ ସମୟରେ ସେ ଜିଲ୍ଲାର ବିଭିନ୍ନ ସ୍ଥାନ ପରିଦର୍ଶନ କରିଥିଲେ ।…
Read More...

ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉତ୍ତରାଞ୍ଚଳ ଉପ ନିର୍ଦ୍ଦେଶିକାଙ୍କ ସୁନ୍ଦରଗଡ଼ ଗସ୍ତ….

ସୁନ୍ଦରଗଡ଼(ଦେବେନ୍ଦ୍ର କୁମାର ଭିତ୍ରିଆ): ସୂଚନା ଓ ଲୋକସମ୍ପର୍କ ବିଭାଗର ଉତ୍ତରାଞ୍ଚଳର ଉପ ନିର୍ଦ୍ଦେଶିକା (ସମ୍ବଲପୁର ) ଶ୍ରୀମତୀ କଲ୍ୟାଣୀ ଦାଶଙ୍କ ଦୁଇ ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ । ଏହି ଗସ୍ତ ସମୟରେ ଆଜି ସେ ସୁନ୍ଦରଗଡ଼ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ପରିଦର୍ଶନ…
Read More...

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ….

ମୋହନା (ମିହିର ପ୍ରସାଦ ମାଳୀ): ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ବାଡେଗୁଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର…
Read More...

ଭଞ୍ଜନଗରରେ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ….

ଭଞ୍ଜନଗର(ନିଲୁ ବିଷୋୟୀ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସ୍ଥିତ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମ (ଜେଲ୍ ପଡିଆ)ରେ ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ ହୋଇଯାଇଛି । ଏହି ମେଳା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭଞ୍ଜନଗର ଉପଜିଲ୍ଲାପାଳ ଅନିଲ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
Read More...