Browsing Category

ଦେଶ ବିଦେଶ

ଟେମରା ଠାରେ ଦଶ ଅବତାର ଦୁର୍ଗା ପୂଜା କଲସ ଯାତ୍ରା ଅନୁଷ୍ଠିତ….

କୋକସରା(ତ୍ରିଲୋକ୍ୟ ବେଶ୍ରା):ପାର୍ବଣ ଋତୁ ଧରା ପୃଷ୍ଠକୁ ଆସିଛି । ତା ସହିତ ବିଭିନ୍ନ ସ୍ଥାନରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ ହୋଇଛି । କୋକସରା ବ୍ଲକ ଟେମରା ଗ୍ରାମରେ ଚଳିତ ବର୍ଷ ଦଶବତାର ଦୁର୍ଗା ପୂଜା ମହାସମାରୋହରେ ଆୟୋଜନ ହେଉଥିବା ବେଳେ ବୁଧବାର ଅପରାହ୍ନରେ ପୂର୍ବ ନିର୍ଦ୍ଧାରିତ…
Read More...

ବଡକଳାକୋଟ ଗ୍ରାମ ପଞ୍ଚାୟତରେ ସ୍ଵତନ୍ତ୍ର ଗ୍ରାମ ସଭା ସହ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଗୁମ୍ମା(ନିରୋଜ କୁମାର ଷଡ଼ଙ୍ଗୀ): ପବିତ୍ର ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ଉପଲକ୍ଷେ ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ବଡକଳାକୋଟ ଗ୍ରାମ ପଞ୍ଚାୟତ ଠାରେ ସ୍ଵତନ୍ତ୍ର ଗ୍ରାମ ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ…
Read More...

ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ଚିହ୍ନଟି କରଣ ଓ ଉପକରଣ ବଣ୍ଟନ…

ନୁଆପଡ଼ା(ବିରବଲ ପ୍ରଧାନ): ସମଗ୍ର ଶିକ୍ଷା ନୁଆପଡ଼ା ଓ ବ୍ଳକ ଶିକ୍ଷାଧିକାରୀ କୋମନା ଅନୁକୁଲ୍ୟରେ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ପରିସରରେ ବ୍ଳକ ସ୍ତରୀୟ ବିଦ୍ୟାଙ୍ଗ ଚ୍ଛାତ୍ରଛାତ୍ରୀ ମାନଙ୍କ ଚିହ୍ନଟ ଓ ଉପକରଣ ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷାଧିକାରୀ ଶ୍ରୀମତି ଅନିତା…
Read More...

ତନରଡା ଗୋରକ୍ଷାଶ୍ରମରେ ୫୧ କୁଣ୍ଡୀୟ ବୈଦିକ ମହାଯଜ୍ଞ ଅନୁଷ୍ଠିତ…

ଭଞ୍ଜନଗର(ନିଲୁ ବିଷୋୟୀ): ବେଲଗୁଣ୍ଠା ବ୍ଳକ ଅନ୍ତର୍ଗତ ତନରଡା ଶ୍ରୀବତ୍ସ ଗୋରକ୍ଷାଶ୍ରମରେ ମଙ୍ଗଳବାର ୫୧ କୁଣ୍ଡୀୟ ସନାତନ ବୈଦିକ ମହାଯଜ୍ଞ ଏବଂ ସଂସ୍କାରକ ଶ୍ରୀବତ୍ସ ପଣ୍ଡାଙ୍କ ୧୫୪ ତମ ଜୟନ୍ତୀ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା । ମହାନ୍ ସଂସ୍କାରକ ଶ୍ରୀବତ୍ସ ପଣ୍ଡାଙ୍କ ଦ୍ଵାରା…
Read More...

କାଳାହାଣ୍ଡି ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ…

ଭବାନୀପାଟଣା(ତୁଳମଣି ନାଗ): କଳାହାଣ୍ଡି ଜିଲ୍ଲା ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଭବାନୀପାଟଣା ସ୍ଥିତ ଟାଉନ ହଲ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୩୦୦ ରୁ ଅଧିକ ବରିଷ୍ଠ ନାଗରିକ ଯୋଗଦାନ କରିଥିଲେ ।…
Read More...

ସାର୍ନା ଧର୍ମ କୋର୍ଡ ମାନ୍ୟତା ଦାବୀରେ ମୟୂରଭଂଜ ବନ୍ଦ ଡାକରା…

ରାଇରଙ୍ଗପୁର(ଉତ୍ତମ ରାମ): ଭାରତର ମହାମହିମ ରାଷ୍ଟ୍ରପତି, ଓଡିଶାର ମୁଖ୍ୟମନ୍ତ୍ରୀ, ମୟୂରଭଂଜ ସାଂସଦ ସମେତ ମୟୂରଭଂଜର ସମସ୍ତ ବିଧାୟକମାନେ ସାର୍ନା ଧର୍ମ କୋର୍ଡ ମାନ୍ୟତା ଉପରେ ଚୁପ୍ ରହିଥିବାରୁ ଏବଂ ସମସ୍ତ ଆଦିବାସୀ ଗ୍ରାମ ସମାଜରେ ସମ୍ବିଧାନ ଆଇନ ଏବଂ ଗଣତନ୍ତ୍ର ବ୍ୟବସ୍ଥା ଲାଗୁ କରିବା…
Read More...

କୋକସରା ବ୍ଲକ ସ୍ତରୀୟ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ମାସ ସପ୍ତାହ ପାଳିତ…

କୋକସରା(ତ୍ରିଲୋକ୍ୟା ବେଶ୍ରା): କୋକସରା ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ମାସ ସପ୍ତାହ ପାଳନ କରାଯାଇଛି । ସିଡିପିଓ ସରୋଜା ଲତା ଦେଇଙ୍କ ଅଧ୍ୟକ୍ଷତାରେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ରେ…
Read More...

ମର୍ଲାବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ….

ରାୟଗଡ଼(ଟିକି ଲିମା): ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ମର୍ଲାବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ…
Read More...

ସରକାରୀ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପ୍ରକଳ୍ପ ଆଧାରିତ ଶିକ୍ଷାଦାନ ପ୍ରଶିକ୍ଷଣ ଶୁଭ ଉଦଘାଟନ….

ରାୟଗଡ଼(ଟିକି ଲିମା): ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପ୍ରକଳ୍ପ ଆଧାରିତ ଶିକ୍ଷାଦାନ ପ୍ରଶିକ୍ଷଣ ଶିବିରକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶୁଭ ଉଦଘାଟନ  କରିଛନ୍ତି । ସମ୍ମାନିତ ଅତିଥି…
Read More...

ଶିଶୁଙ୍କ ପ୍ରତିଭାକୁ ଆଗକୁ ଆଣିବ ସୁରଭି ଶିଶୁ ମହୋତ୍ସବ, ଲଡୁଗାଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ…..

କୋକସରା(ତ୍ରିଲୋକ୍ୟା ବେଶ୍ରା): ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟର  ଛାତ୍ରଛାତ୍ରୀ ମଧ୍ୟରେ ଅନ୍ତର୍ନିହିତ ପ୍ରତିଭାକୁ ଲୋକ ଲୋଚନକୁ ଆଣିବା ପାଇଁ ପ୍ରତି ବର୍ଷ ଆୟୋଜନ ହେଉଛି ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ । କୋକସରା ବ୍ଲକ ଗୋଷ୍ଠି…
Read More...