Browsing Category

ରାଜନୀତି

ପୁଞ୍ଜିପତିଙ୍କ କବଳରୁ ଦେଶ ଓ ରାଜ୍ୟକୁ ରକ୍ଷା କରିବାକୁ ହେବ: ଭକ୍ତ

ଅନୁସନ୍ଧାନ ଭାରତ(ବ୍ୟୁର): ବୈଦେଶିକ ଉପନିଶେଦବାଦୀ ଇଂରେଜ ଶାସନରୁ ଦେଶକୁ ମୁକ୍ତ କରିବା ପାଇଁ ହଜାର ହଜାର ଭାରତୀୟଙ୍କ ବଳିଦାନ ଏବଂ ମହାତ୍ମା ଗାନ୍ଧୀଙ୍କ ବିଶ୍ୱ ବିଖ୍ୟାତ ଅହିଂସା ସଂଗ୍ରାମ ଯୋଗୁଁ ୧୫ ଅଗଷ୍ଟ ୧୯୪୭ ମସିହାରେ ଆମ ମହାନ ଦେଶ ଭାରତ ସ୍ୱାଧୀନତା ପାଇଥିଲା । ଆଜି ଦେଶ ୭୯ ତମ…
Read More...

ପିସିସି ପକ୍ଷରୁ ପବିତ୍ର ଅଗଷ୍ଟ ୯ କ୍ରାନ୍ତି ଦିବସ ପାଳିତ…

ଅନୁସନ୍ଧାନ ଭାରତ(ବ୍ୟୁର): ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପବିତ୍ର ଅଗଷ୍ଟ ୯ କ୍ରାନ୍ତି ଦିବସ ଭୁବନେଶ୍ୱର କଂଗ୍ରେସ ଭବନ ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ଭୁବନେଶ୍ୱର କଳ୍ପନାଛକ ଠାରେ ପ୍ରଦେଶ କଂଗ୍ରେସ ସଭାପତି କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ…
Read More...

ଆଦିବାସୀ ସମାଜର ଉନ୍ନତି ପାଇଁ ଶିବୁ ସୋରେନଙ୍କ ଅବଦାନ ସର୍ବଦା ସ୍ମରଣୀୟ – ଭକ୍ତ ଦାସ…

ଅନୁସନ୍ଧାନ ଭାରତ(ବ୍ୟୁର): ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକ ବାର୍ତାରେ ପିସିସି ସଭାପତି କହିଛନ୍ତି ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ, ଝାଡ଼ଖଣ୍ଡ ଆନ୍ଦୋଳନର ଜନନାୟକ ଓ ଆଦିବାସୀ ସମାଜର…
Read More...

ସ୍ଥାନାନ୍ତରିତ ହେଲେ ଆରୋଗ୍ୟ ପାଇଁ, ଫେରିଲେ ଶବ ହୋଇ…

-ବଳଙ୍ଗା ଓ ଭୋଗରାଇ ନାରୀ ନ୍ୟାୟ ଯାତ୍ରା ଯଥା କ୍ରମେ ତା୧୨ ଏବଂ ୧୪ରେ... ଅନୁସନ୍ଧାନ ଭାରତ(ବ୍ୟୁର):  ଗଣମାଧ୍ୟମ ପ୍ରତିନିଧିଙ୍କୁ ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ବାଲେଶ୍ୱର ଏବଂ ବଳଙ୍ଗା ଅପମୃତ୍ୟୁକୁ ନେଇ ସରକାରଙ୍କୁ ସମାଲୋଚନା କରିଥିଲେ ।…
Read More...

ଦିବଗଂତା ବଳଙ୍ଗା ପୀଡ଼ିତା, ଏଫଏମ ସ୍ଵୟଂଶାସିତ ମହା ବିଦ୍ୟାଳୟର ପୀଡ଼ିତା ଓ ଧର୍ମଶାଳା ବିଧାୟକଙ୍କ ଦ୍ୱାରା…

 -ବିଜେପି ଯୁବମୋର୍ଚ୍ଚା ସଭାପତି ପ୍ରେସମିଟ କରି ଏବିଭିପିକୁ ନିନ୍ଦାକରନ୍ତୁ l ଅନୁସନ୍ଧାନ ଭାରତ(ବ୍ୟୁର): ଆଜି ପ୍ରଦେଶ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ରଙ୍କ ନେତୃତ୍ୱରେ ଦିବଙ୍ଗତା ବଳଙ୍ଗା ପୀଡ଼ିତା, ଏଫଏମ ସ୍ଵୟଂଶାସିତ ମହା ବିଦ୍ୟାଳୟର ପୀଡ଼ିତା ଓ ଧର୍ମଶାଳା ବିଧାୟକଙ୍କ ଦ୍ୱାରା…
Read More...

ଓଡ଼ିଶାର ମହାମହିମ ରାଜ୍ୟପାଳଙ୍କୁ ମହିଳାଙ୍କୁ ନ୍ୟାୟ ଦାବିରେ ରାଜ୍ୟର ୮ଟି ବିରୋଧୀ ଦଳ ତରଫରୁ ସ୍ମାରକପତ୍ର…

ଅନୁସନ୍ଧାନ ଭାରତ(ବ୍ୟୁର): ଓଡ଼ିଶାର ମହାମହିମ ରାଜ୍ୟପାଳଙ୍କୁ ଭେଟି ମହିଳାଙ୍କୁ ନ୍ୟାୟ ଦାବି କରି ରାଜ୍ୟର ୮ଟି ବିରୋଧୀ ଦଳ ତରଫରୁ ଆଜି ଅପରାହ୍ନରେ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଓଡ଼ିଶାରେ ମହିଳାଙ୍କ ବିରୁଦ୍ଧରେ ବଢୁଥିବା ଅପରାଧ ଓ ବ୍ୟବସ୍ଥାଗତ ବିଫଳତା ସମ୍ପର୍କରେ ନ୍ୟାୟ ଦାବି କରି…
Read More...

ମହିଳା ଅଭିଯୋଗ ପ୍ରତିକାର ପ୍ରକୋଷ୍ଠ ଗଢ଼ିବୁ କହିଲେ ଭକ୍ତ: ସରକାର ଶୁଣିଲେନି, ଆମେ ଶୁଣିବୁ…

- ଟୋଲ ଫ୍ରି ନମ୍ବର ରହିବ, ନିଯୁକ୍ତ ହେବେ ଓକିଲ ଅନୁସନ୍ଧାନ ଭାରତ(ବ୍ୟୁର): ରାଜ୍ୟରେ ନାରୀ ପ୍ରତି ଦୁଷ୍କର୍ମ, ଗଣ ଦୁଷ୍କର୍ମ ହେବା ସହିତ ହତ୍ୟା ହେଉଛି । କୌଣସି ପୀଡିତାର ଅଭିଯୋଗ କେହି ଶୁଣୁ ନାହାନ୍ତି ଶେଷରେ ସେ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଉଛି । ତେବେ ଯେଉଁ ପୀଡିତାଙ୍କ କଥା…
Read More...

ଅନାସ୍ଥା ବିଜେଡି ଆଣୁ ନଚେତ୍ କଂଗ୍ରେସ ଆଣିବ….

ଅନୁସନ୍ଧାନ ଭାରତ(ବ୍ୟୁର): ରାଜ୍ୟବ୍ୟାପି ହେଉଥିବା ନାରୀ ଅନ୍ୟାୟ ଏବଂ ଅତ୍ୟାଚାର ବିରୋଧରେ କଂଗ୍ରେସ ଦଳର ଅବିରାମ ସଂଗ୍ରାମ ପରିପ୍ରେକ୍ଷୀରେ ଆଜି କଂଗ୍ରେସ ଭବନ ଠାରେ ପ୍ରଦେଶ କଂଗ୍ରେସ ସଭାପତିଙ୍କ ଆହ୍ଵାନ କ୍ରମେ ଏକ ସାମ୍ବାଦିକ ସମ୍ମିଳନୀ କଂଗ୍ରେସ ଭବନରେ ଅନୁଷ୍ଠିତ ହୋଇଥିଲା । ଉକ୍ତ…
Read More...

ନାରୀ ନ୍ୟାୟ ପାଇଁ ଲଢ଼ିବ ନାରୀ ନ୍ୟାୟ ବାହିନୀ: ଆଉ ବାରମ୍ବାର ନାରୀ ଅତ୍ୟାଚାର ହେବନି, ଉନ୍ମୋଚିତ ହେଲା ନାରୀ ନ୍ୟାୟ…

ଅନୁସନ୍ଧାନ ଭାରତ(ବ୍ୟୁର): ନାରୀ ନ୍ୟାୟ ପାଇଁ ଲଢ଼ିବ ନାରୀ ନ୍ୟାୟ ବାହିନୀ । ଆଉ ବାରମ୍ବାର ନାରୀ ଅତ୍ୟାଚାର ହେବନି । ନାରୀ ନ୍ୟାୟ ପାଇଁ ଜନ ସାଧାରଣଙ୍କ ଭିତରେ ସଚେତନତା ସୃଷ୍ଟି କରାଯିବ। ନାରୀ ନ୍ୟାୟ ସ୍ୱତଃ ଓଡ଼ିଶାରେ ଜାଗି ଉଠୁ । ସମାଜରେ  ନାରୀ ଆଉ ଶୋଷିତ ହେବନି । ଭଗବାନ ରାମଙ୍କୁ ମାଆ…
Read More...

ରାହୁଲ ଗାନ୍ଧିଙ୍କ ଗସ୍ତକୁ ନେଇ ସାମାଜିକ ଗଣମାଧ୍ୟମ ବିଭାଗର ପ୍ରସ୍ତୁତି ବୈଠକ….

ଅନୁସନ୍ଧାନ ଭାରତ(ବ୍ୟୁର): ଆସନ୍ତା ୧୧ ତାରିଖ ଦିନ "ସମ୍ବିଧାନ ବଞ୍ଚାଅ" ମହା ସମାବେଶରେ ଜନନାୟକ ଆଦରଣୀୟ ରାହୁଲ ଗାନ୍ଧୀ, ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖଡ୍ଗେ, ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ(ସଂଗଠନ) କେ ସି ବେଣୁଗୋପାଳଙ୍କ କାର୍ଯ୍ୟକ୍ରମକୁ ସୁନ୍ଦର ଭାବେ ପରିଚାଳନା କରିବା ପାଇଁ…
Read More...