Browsing Category

ରାଜନୀତି

ଦାରିଙ୍ଗବାଡ଼ି ବ୍ଲକ ଉପାଧ୍ୟକ୍ଷଙ୍କ ସହ କଂଗ୍ରେସରେ ସାମିଲ ହେଲେ ବହୁ ବିଜେଡି ଓ ବିଜେପି କର୍ମୀ…..

ଅନୁସନ୍ଧାନ ଭାରତ(ବ୍ୟୁର): ଦାରିଙ୍ଗବାଡ଼ି ସ୍ଥିତ ଡୁଲୁରି ପାଇନ ବଣଠାରେ ଦାରିଙ୍ଗବାଡ଼ି ବ୍ଲକ କଂଗ୍ରେସ ପକ୍ଷରୁ ମିଶ୍ରଣ ପର୍ବ ଆୟୋଜନ ହୋଇଯାଇଛି I ଏହି ମିଶ୍ରଣ ପର୍ବରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲ୍ଲା କଂଗ୍ରେସ ସଭାପତି ତଥା ସlନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ବିଧାୟକ ରମେଶ ଚନ୍ଦ୍ର ଜେନା…
Read More...

କେ.ନୂଆଗାଁ ବ୍ଲକରେ ମହିଳା ବିଜେଡିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ…..

ଅନୁସନ୍ଧାନ ଭାରତ(ବ୍ୟୁର): କନ୍ଧମାଳ ଜିଲ୍ଲା ଅଧିନସ୍ଥ କ.ନୂଆଗାଁ ଠାରେ ଆଜି ମହିଳା ବିଜେଡିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି I ଏହି ପ୍ରସ୍ତୁତି ବୈଠକରେ ଜିଲ୍ଲା ମହିଳା ସଭାନେତ୍ରୀ ପୁନମ କହଁର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ବାଲିଗୁଡା ବିଧାୟକ ଚକ୍ରମଣି କହଁର, ରାଜ୍ୟ…
Read More...

ଶ୍ରୀରାମପୁର ଠାରେ ବିଜୁ ଜନତା ଦଳର ମିଶ୍ରଣ ପର୍ବ….

ଅନୁସନ୍ଧାନ ଭାରତ(ବ୍ୟୁର): କନ୍ଧମାଳ ଜିଲ୍ଲା କୋଟଗଡ ବ୍ଲକ ଅନ୍ତର୍ଗତ ଶ୍ରୀରାମପୁର ଗ୍ରାମ ପଞ୍ଚାୟତ ଠାରେ ବିଜେଡି ମିଶ୍ରଣ ସଭା ଆୟୋଜନ ହୋଇଥିଲା I ଏହି ସଭାରେ ମୁଖ୍ୟ ଅଥିତି ଭାବେ ବାଲିଗୁଡା ବିଧାୟକ ଚକ୍ରମଣି କହର, କନ୍ଧମାଳ ଜିଲ୍ଲା ବିଜେଡିର ମହିଳା ସଭାନେତ୍ରୀ ପୁନମ କହଁର , ପୂର୍ବତନ…
Read More...

ପେଟ୍ରୋଲ୍, ଡିଜେଲ୍, ରନ୍ଧନ ଗ୍ୟାସ୍ ଦର ବୃଦ୍ଧି ପ୍ରତିବାଦରେ କୋରାପୁଟ ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ…

ଅନୁସନ୍ଧାନ ଭାରତ(ବ୍ୟୁର): କ୍ରମାଗତ ଭାବେ କେନ୍ଦ୍ରର ବି.ଜେ.ପି ନେତୃତ୍ୱାଧିନ ମୋଦି ସରକାର ପେଟ୍ରୋଲ୍, ଡିଜେଲ୍, ରନ୍ଧନ ଗ୍ୟାସ୍ ଦର ବୃଦ୍ଧି ଓ ରାଜ୍ୟ ସରକାର ଭାଟ ବୃଦ୍ଧି କରିଥିବାରୁ ଖାଉଟି ବଜାରରେ ଦର ଦାମ୍ ବୃଦ୍ଧି ଯୋଗୁଁ ସାଧାରଣ ଲୋକେ ହନ୍ତସନ୍ତ ହେଉଛନ୍ତି I ଦରଦାମ ବୃଦ୍ଧିକୁ ନେଇ…
Read More...

୬୪,୨୧୪ ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା, ପ୍ରତ୍ଯେକ ପରିବାର ଆକାଉଣ୍ଟରେ…

ଅନୁସନ୍ଧାନ ଭାରତ(ବ୍ୟୁର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୬୪,୨୧୪ଟି ଆପଦଗ୍ରସ୍ତ ଆଦିମ ଜନଜାତି ପରିବାରକୁ (PVTG) ୫୦୦୦ ଟଙ୍କା ଲେଖାଏଁ ‘ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ‘ ପ୍ରଦାନ କରିଛନ୍ତି I କୋଭିଡର ଦ୍ଵିତୀୟ ଲହରୀରେ ଏହି ଆଦିମ ଜନଜାତି ପରିବାରମାନଙ୍କୁ…
Read More...

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ….

ଅନୁସନ୍ଧାନ ଭାରତ(ବ୍ୟୁର): ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି I ଏହି ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବର୍ଗତ ରାଉତରାୟଙ୍କୁ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଭାବରେ ବର୍ଣନା…
Read More...

ଘୁ.ଉଦୟଗିରି କଂଗ୍ରେସ ଦ୍ୱାରା ରନ୍ଧା ଖାଦ୍ୟ ବଣ୍ଟନ…

ଅନୁସନ୍ଧାନ ଭାରତ(ବ୍ୟୁର): କନ୍ଧମାଳ ଜିଲ୍ଲା ଅଧୀନସ୍ଥ ଘୁ.ଉଦୟଗିରି ବ୍ଲକ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଘୁ.ଉଦୟଗିରି କଂଗ୍ରେସ ଦ୍ୱାରା ଜନସାଧାରଣଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଛି I ଏହି ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମରେ ବରିଷ୍ଠ କଂଗ୍ରେସ ନେତା ପ୍ରତାପ ଚନ୍ଦ୍ର ପ୍ରଧାନ,…
Read More...

ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ସଂକଳ୍ପ ପାରିତ….

ଅନୁସନ୍ଧା ଭାରତ(ବ୍ୟୁର): ଆଜି ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ସଂକଳ୍ପ ପାରିତ ହୋଇଛି I ଗତ ଦୁଇ ଦଶନ୍ଧି ମଧ୍ୟରେ ବିପର୍ଯ୍ୟୟ ମୁକାବିଲାରେ ଓଡିଶାର ଦକ୍ଷତା ସଂପର୍କରେ ସାରା ବିଶ୍ବର ଦୃଷ୍ଟିଭଙ୍ଗୀ ବଦଳି ଯାଇଛି । ଦିନ ଥିଲା ଆମେ ଦୟାର ପାତ୍ର ଥିଲୁ । ଆଜି ଓଡିଶା ବିପର୍ଯ୍ୟୟ ପରିଚାଳନାରେ…
Read More...

ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ….

ଅନୁସନ୍ଧାନ ଭାରତ(ବ୍ୟୁର):ଓଡିଶାବାସୀଙ୍କୁ ଆମେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ତଥା ବିଜୁବାବୁଙ୍କ ସ୍ବପ୍ନକୁ ସାକାର କରିବାରେ ପଞ୍ଚମ ପାଳିର ଏହି ଦୁଇ ବର୍ଷ ଅତ୍ୟନ୍ତ ଆହ୍ବାନ ମୂଳକ ଥିଲା । ଏପରିକି ଆମର ପଞ୍ଚମ ପାଳିର ସରକାର ଆରମ୍ଭ ହେବା ପୂର୍ବରୁ ମଇ ୨୦୧୯ ରେ ଆମକୁ ଫନି ପରି…
Read More...

ପୁଣି ଚଳଚଞ୍ଚଳ ପଶ୍ଚିମବଙ୍ଗ ରାଜନୀତି, ଭବାନୀପୁରରୁ ବିଧାନସଭା କ୍ଷେତ୍ରରୁ ନିର୍ବାଚନ ଲଢିବେ ଦିଦି …

ଅନୁସନ୍ଧାନ ଭାରତ(ବ୍ୟୁର): ପୁଣି ଚଳଚଞ୍ଚଳ ହୋଇ ଉଠିଛି ପଶ୍ଚିମବଙ୍ଗ ରାଜନୀତି I ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ନନ୍ଦୀଗ୍ରାମରୁ ଲଢି ପରାଜିତ ହେବା ପରେ ଏବେ ଭବାନୀପୁରରୁ ବିଧାନସଭା କ୍ଷେତ୍ରରୁ ନିର୍ବାଚନ ଲଢିବେ ଦିଦି I ସେଥି ପାଇଁ ଏହି ଆସନରୁ ବିଧାୟକ ହୋଇଥିବା ଟିଏମସି ନେତା ଶୋଭନ…
Read More...