ଯୋଜନା ଅନୁଯାୟୀ କାର୍ଯ୍ୟକ୍ରମ ତ୍ୱରାନ୍ୱିତ କରି ଖର୍ଚ୍ଚ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ଵର, : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମସ୍ତ ବିଭାଗୀୟ ସଚିବ ମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ ପରାମର୍ଶ ଦେଇଛନ୍ତି।
ଏହାସହିତ ବିଭିନ୍ନ କ୍ଷେତ୍ରରେ ଅଧିକ ପୁଞ୍ଜି ବିନିଯୋଗ କରି…
Read More...
Read More...